ବିଧାନସଭାରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟାଗଲାଣି ୧୬ଲକ୍ଷରୁ ଅଧିକ ନାଁ, କରୁଛନ୍ତି କି ଏହି ଭୁଲ…

ଭୁବନେଶ୍ୱର,୧୧।୯: ରାସନ କାର୍ଡକୁ ନେଇ ବଡ଼ ସୂଚନା। ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କଷ୍ଣଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। ବିଧାନସଭାରେ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନରେ ଉତ୍ତର ରଖି କୃଷ୍ଣ ପାତ୍ର କହିଛନ୍ତି, ୨୦୧୬-୧୭ରୁ ଏବେ ଯାଏଁ ରାସନ କାର୍ଡରୁ ୧୬,୨୭,୯୨୦ ଜଣଙ୍କ ନାଁ ହଟାଯାଇଛି।

ମନ୍ତ୍ରୀ ଆହୁରି କହିଛନ୍ତି, ୨୦୧୬-୧୭ରୁ ଏବେ ପର୍ଯ୍ୟନ୍ତ ରାଜ୍ୟ ସରକାର ରାସନ କାର୍ଡ ତାଲିକାରୁ ମୃତ ଓ ଅଯୋଗ୍ୟ ବ୍ୟକ୍ତିଙ୍କୁ ଆଧାର କରି ୧୬,୨୭,୯୨୦ ଜଣଙ୍କ ନାଁକୁ ହଟାଇ ଦେଇଛନ୍ତି। ଆଉ ଯେଉଁମାନେ ଏହି ସୁଯୋଗର ଲାଭ ପାଇ ନାହାନ୍ତି ତାଙ୍କୁ ଏଥିରେ ତାଲିକାଭୁକ୍ତ କରାଯାଉଛି। ରାଜ୍ୟ ସରକାର ନିକଟରେ ରାଶନ କାର୍ଡରେ ଥିବା ସବୁ କାର୍ଡଧାରୀଙ୍କୁ ଆଧାର ସହ ଇ କଓ୍ବୋଇସି ଲିଙ୍କ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯାହାଦ୍ୱାରା ଆଗକୁ ଆହୁରି ଅଯୋଗ୍ୟ କାର୍ଡଧାରୀଙ୍କ ନାମକୁ ହଟାଯାଇ ପାରିବ।

ପ୍ରବାସୀମାନଙ୍କ କଓ୍ବୋ ଇସିକୁ ନେଇ ସୋଫିଆ ପଚାରିଥିବା ପ୍ରଶ୍ନରେ ମନ୍ତ୍ରୀ କହିଛନ୍ତି, ଅଗଷ୍ଟ ୨୨ରୁ ଇ-କେଓ୍ବାଇସି ଚାଲିଛି, ଏହା ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ପ୍ରବାସୀମାନେ ଆସିବା ଦରକାର ନାହିଁ। ଯିଏ ଯେଉଁଠାରେ ଅଛନ୍ତି, ସେଠାରେ ଇ-କେଓ୍ବାଇସି କରିପାରିବେ। ଯେଉଁଠି ଚାହିଁବେ ଉକ୍ତ ସେଣ୍ଟରକୁ ଯାଇ ମେଶିନରେ ଫିଙ୍ଗରପ୍ରିଣ୍ଟ୍‌ ଦେଇପାରିବେ।

ମନ୍ତ୍ରୀ ଆହୁରି କହିଛନ୍ତି, ୨୦୧୬-୧୭ରୁ ଏବେ ପର୍ଯ୍ୟନ୍ତ ରାଜ୍ୟ ସରକାର ରାଶନକାର୍ଡ ତାଲିକାରୁ ମୃତ ଓ ଅଯୋଗ୍ୟ ବ୍ୟକ୍ତିଙ୍କୁ ଆଧାର କରି ୧୬,୨୭,୯୨୦ ଜଣଙ୍କ ନାଁକୁ ହଟାଇ ଦେଇଛନ୍ତି। ଆଉ ଯେଉଁମାନେ ଏହି ସୁଯୋଗର ଲାଭ ପାଇ ନାହାନ୍ତି ତାଙ୍କୁ ଏଥିରେ ତାଲିକାଭୁକ୍ତ କରାଯାଉଛି। ରାଜ୍ୟ ସରକାର ନିକଟରେ ରାଶନକାର୍ଡରେ ଥିବା ସବୁ କାର୍ଡଧାରୀଙ୍କୁ ଆଧାର ସହ ଇ-କେଓ୍ବାଇସି ଲିଙ୍କ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯାହାଦ୍ୱାରା ଆଗକୁ ଆହୁରି ଅଯୋଗ୍ୟ କାର୍ଡଧାରୀଙ୍କ ନାମକୁ ହଟାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?