ମହାଯାତ୍ରା ଆରମ୍ଭ…

ମୁମ୍ବାଇ, ୬।୨ : ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ଅନ୍ତିମ ସଂସ୍କାର ପାଇଁ ମହାଯାତ୍ରା ଆରମ୍ଭ ହୋଇଛି। ଲତାଙ୍କ ପାର୍ଥିବ ଶରୀର ଉପରେ ତ୍ରିରଙ୍ଗା ରଖାଯାଇ ଶିବାଜୀ ପାର୍କ ଅଭିମୁଖେ ନିଆଯାଉଛି। ପ୍ରଭୁକୁଞ୍ଜ ଆପାର୍ଟମେଣ୍ଟର ଫାଷ୍ଟ୍‌ ଫ୍ଲୋର୍‌ରୁ ଲତାଙ୍କୁ ସେନା ଯବାନ ଅନ୍ତିିମ ଯାତ୍ରାରେ କାନ୍ଧେଇ ନେଇଛନ୍ତି। ଶିବାଜୀ ପାର୍କଠାରେ ସନ୍ଧ୍ୟା ସାଢ଼େ ୬ଟାରେ ଲତାଙ୍କର ଅନ୍ତିମ ସଂସ୍କାର କରାଯିବାର ବ୍ୟବସ୍ଥା କରାଯାଇଛି।

Share