ପାକିସ୍ତାନକୁ ମାଳଦ୍ୱୀପର ବଡ଼ ଝଟ୍‌କା

ମାଲେ,୧୦ା୧୨: ପାକିସ୍ତାନକୁ ମାଳଦ୍ୱୀପ ଏକ ବଡ଼ ଝଟ୍‌କା ଦେଇଛି। କାଶ ସିରପ୍‌ ଏବଂ ଔଷଧ ଅପମିଶ୍ରଣ ଖବର ପାଇବା ପରେ ମାଳଦ୍ୱୀପ ପାକିସ୍ତାନ ସରକାରଙ୍କ ସହ ହୋଇଥିବା ଚୁକ୍ତିନାମାକୁ ରଦ୍ଦ କରିଦେଇଛି। ମାଳଦ୍ୱୀପରୁ ସୂଚନା ପାଇବା ପରେ ପାକିସ୍ତାନର ଡ୍ରଗ୍‌ ରେଗୁଲେଟୋରୀ ଅଥରିଟି କମ୍ପାନୀର ସିରପ ବିଭାଗକୁ ସିଲ୍‌ କରିଛି। ବର୍ତ୍ତମାନ ନମୁନାଗୁଡିକ ପରୀକ୍ଷା ପାଇଁ ଲାବୋରେଟୋରୀକୁ ପଠାଯାଇଛି।

ମାଳଦ୍ୱୀପରୁ ସୂଚନା ପାଇବା ପରେ ପାକିସ୍ତାନର ଡ୍ରଗ୍‌ ରେଗୁଲେଟୋରୀ ଅଥରିଟି କମ୍ପାନୀର ସିରପ ବିଭାଗକୁ ସିଲ୍‌ କରିଛି। ଏହା କୁହାଯାଉଛି, ସିରପ୍‌ରେ ବ୍ୟବହୃତ ପଦାର୍ଥରେ ହାଇଡ୍ରୋଲିକ ବ୍ରେକ୍‌ ଫ୍ଲୁଇଡ, ଷ୍ଟାମ୍ପ୍‌ ପ୍ୟାଡ ଇଙ୍କ୍‌, ପେଣ୍ଟ, ପ୍ଲାଷ୍ଟିକ ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

Watch: ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଭାଙ୍ଗଡ଼ା ନାଚିଲେ ଈଶାନ କିଶନ, କିନ୍ତୁ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଦୁଲିପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଡ୍ର’ରେ ଶେଷ ହେବା ପରେ ‘ଇଷ୍ଟ ଜୋନ’ (East Zone) ଚାମ୍ପିୟନ…

ହିଟ୍‌ମ୍ୟାନ୍‌ଙ୍କ ଟି-ଶର୍ଟକୁ ନେଇ ବଢୁଛି ଚର୍ଚ୍ଚା: କାହାକୁ ନେଇ କଲେ ଏମିତି କଟାକ୍ଷ, ଜାଣନ୍ତୁ

ନୂଆଦିଲ୍ଲୀ,୧୦।୮: ଆଜିକାଲି ସୋସିଆଲ ମିଡିଆରେ ରୋହିତ ଶର୍ମାଙ୍କ ଏକ ଟି-ଶର୍ଟ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ ଲୋକମାନେ ଏହାକୁ ଅଜିତ ଅଗରକରଙ୍କ ସହ ଯୋଡ଼ି ଦେଖୁଛନ୍ତି। ସୋନି…

ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ଏସିଆ କପ୍‌ରେ ଏକପାଖିଆ ବିଜୟ

ନୂଆଦିଲ୍ଲୀ,୧୦।୯: କ୍ରିକେଟ୍‌ରେ ସଫଳତା ପରେ ଭାରତର ଝିଅମାନେ ଏବେ ହକିରେ ମଧ୍ୟ ପାକିସ୍ତାନକୁ ସମ୍ପୂର୍ଣ୍ଣ ଭାବେ ପରାସ୍ତ କରିଛନ୍ତି। ମଙ୍ଗୋଲିଆରେ ଚାଲିଥିବା ମହିଳା ଜୁନିୟର ଏସିଆ କପ୍‌ରେ…

WHOରୁ ଇସ୍ତଫା ଦେଲେ ଶେଖ୍‌ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…

ଢାକା,୧୦ା୯: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଝିଅ ସାଇମା ଓ୍ବାଜେଦ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO)ର ଦକ୍ଷିଣ-ପୂର୍ବ ଏସିଆ କ୍ଷେତ୍ରୀୟ ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି।…

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri