ସ୍କୁଲ ଖୋଲିବାକୁ ନେଇ ଆସିଲା ବଡ଼ ଅପଡେଟ୍‌, ଜାଣନ୍ତୁ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୭।୬(ଅସମାପିକା ସାହୁ): ଆସନ୍ତାକାଲି ସରୁଛି ଖରାଛୁଟି। ଏହାରି ମଧ୍ୟରେ ସ୍କୁଲ ଖୋଲିବାକୁ ନେଇ ବଡ଼ ଅପଡେଟ୍‌ ଆସିଛି। ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲାପାଳମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲାପାଳମାନେ ନିଜ ନିଜ ଜିଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମରୁ ଦାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ।ଏହି ନିର୍ଦେଶ ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri