Posted inଫୁରସତ

ମାଡିଆସୁଛି ବ୍ରହ୍ମାଣ୍ଡରେ ସବୁଠୁ ବଡ଼ ଝଡ, ଆଉ ମାତ୍ର ଏତିକି ସମୟ ବାକି…

ଆସୁଛି ମହାପ୍ରଳୟ। ଦୁନିଆ ଏବେ ପ୍ରଳୟମୁହାଁ ହେଉଛ। ପରମାଣୁ ବୈଜ୍ଞାନିକ ତିଆରି କରିଛନ୍ତି ପ୍ରଳୟର ଘଣ୍ଟା । ୭୮ ବର୍ଷ ପୂର୍ବ ପରମାଣୁ ବୈଜ୍ଞାନିକ ଏକ ନିଆରା ଘଣ୍ଟାକୁ ତିଆରି କରିଛନ୍ତି । ଯାହାକୁ ‘ଡୁମ୍ସଡେ କ୍ଲକ’ ବୋଲି ନାମ ଦିଆଯାଇଛି । ମହାବିନାଶର ସମୟ ଜାଣିବା ପାଇଁ ତିଆରି କରାଯାଇଛି ଏହି ଘଡି। ଯେଉଁଥିରେ ସମୟ ମଧ୍ୟରାତ୍ରିର ୯୦ ସେକେଣ୍ଡ ଦୂରରେ ଅଛି । ଯେମିତିକି ଅର୍ଦ୍ଧରାତ୍ରୀର ଏହି ସମୟରେ ପୃଥିବୀ ଧ୍ୱସଂ ହୋଇଯିବ । ମଣିଷର ଅସ୍ତିତ୍ୱ ରହିବ ନାହିଁ ବୋଲି କୁହାଯାଇଛି ।

ସୂଚନା ଥାଉକି, ଏହି ପ୍ରଳୟ ଘଣ୍ଟା ସାଙ୍କେତିକ ଭାବରେ ଦର୍ଶାଏ ଯେ ଆମେ ବିପର୍ଯ୍ୟୟର କେତେ ନିକଟତର । ଏହାର ସମୟ ପୁଣି ଥରେ ବଡ ଧ୍ୱଂସ ନିକଟରେ ପହଞ୍ଚିଛି । ଘଣ୍ଟାର ସମୟ ମଧ୍ୟରାତ୍ରି ପୂର୍ବରୁ ୯୦ ସେକେଣ୍ଡ ଦୂରରେ ରହିଛି । ବୈଜ୍ଞାନିକମାନେ ଏହି ଘଣ୍ଟାର ସମୟକୁ ନିଜ ହାତରେ ବଦଳାଇଛନ୍ତି। ଏହା ମଧ୍ୟରାତ୍ରିର ନିକଟତମ ସମୟ। କିନ୍ତୁ ବୈଜ୍ଞାନିକମାନେ ଏହାକୁ ଆଗକୁ ବଢ଼ିବା ବନ୍ଦ କରି ଦେଇଛନ୍ତି। ସେମାନେ କହିଛନ୍ତି ନୂତନ ପରମାଣୁ ଅସ୍ତ୍ର ପ୍ରତିଯୋଗିତା, ୟୁକ୍ରେନ ଯୁଦ୍ଧ ଏବଂ ଜଳବାୟୁ ପରିବର୍ତ୍ତନକୁ ନେଇ ଘଣ୍ଟା ଆଗକୁ ବଢ଼ିବାର କାରଣ ରହିଛି।

୨୦୦୭ ପରଠାରୁ ବୈଜ୍ଞାନିକମାନେ ଆଣବିକ ଅସ୍ତ୍ରଶସ୍ତ୍ର ବ୍ୟବହାର ସହିତ ଜଳବାୟୁ ପରିବର୍ତ୍ତନ ଏବଂ ଏଆଇ ପରି ନୂତନ ମନୁଷ୍ୟକୃତ ବିପଦକୁ ମଧ୍ୟ ବିଚାର କରିଛନ୍ତି। ୨୦୨୪ ଘୋଷଣାରେ କୁହାଯାଇଛି ଚାଇନ, ରୁଷିଆ ଏବଂ ଆମେରିକା ସେମାନଙ୍କର ପରମାଣୁ ଅସ୍ତ୍ରଶସ୍ତ୍ରକୁ ବିସ୍ତାର କିମ୍ବା ଆଧୁନିକୀକରଣ କରିବା ପାଇଁ ବିପୁଳ ପରିମାଣର ଖର୍ଚ୍ଚ କରୁଛନ୍ତି। ଫଳରେ ପରମାଣୁ ଯୁଦ୍ଧର ଆଶଙ୍କା ବୃଦ୍ଧି ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୧ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?