ଆଜି କେନ୍ଦୁଝରରେ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ

ଭୁବନେଶ୍ବର,୧୮।୧୧(ବ୍ୟୁରୋ): ସ୍ବାସ୍ଥ୍ୟ କ୍ଷେତ୍ରକୁ ସୃଦୁଢ କରିବାକୁ ରାଜ୍ୟ ସରକାର ରାଜ୍ୟରେ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ କରିଛନ୍ତି। ଅନେକ ଜିଲାରେ ଲୋକଙ୍କୁ ସ୍ମାର୍ଟ ହେଲଥ୍‌ କାର୍ଡ ବିତରଣ ଜାରି ରହିଛି। ତେବେ ଗୁରୁବାର କେନ୍ଦୁଝରରେ ଭର୍ଚୁଆଲ ମାଧ୍ୟମରେ ବିଜୁ ସ୍ମାର୍ଟ ହେଲଥ୍‌ କାର୍ଡ ଶୁଭାରମ୍ଭ ହେବା ନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି ।

ରାଜ୍ୟ ସରକାରଙ୍କ ଦ୍ବାରା ଏହି ସ୍ମାର୍ଟ କାର୍ଡ ଲୋକଙ୍କୁ ସ୍ମାର୍ଟ ସହାୟତା ପ୍ରଦାନ କରିବ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ପରିବାରର ସମସ୍ତ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ବିଶେଷ କରି ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହୟତା ଦେବ । ଏହା ପୂର୍ବରୁ ଝାରସୁଗୁଡା, ମୟୂରଭଞ୍ଜ, ଗଜପତି, ସୁନ୍ଦରଗଡ, ମାଲକାନଗିରି, କଳାହାଣ୍ଡି, ନୂଆପଡା, ଦେବଗଡ ଓ ବରଗଡ ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ବିତରଣ ସରିଛି । ସରକାର ରାଜ୍ୟରେ ସାଢେ ୩ କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାକୁ ଲକ୍ଷ୍ୟ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ଯୋଗୁ ରାଜ୍ୟକୁ ଫେରିଛନ୍ତି ୧୦ ଲକ୍ଷ ଶ୍ରମିକ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ):କୋଭିଡ୍‌-୧୯ ଯୋଗୁ ରାଜ୍ୟକୁ ୧୦,୭,୩୩୦ଜଣ ଶ୍ରମିକ ଫେରି ଆସିଛନ୍ତି। ସେମାନଙ୍କ ଜୀବିକା ଉପାର୍ଜନ ପାଇଁ ସରକାର ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଯୋଜନା ମାଧ୍ୟମରେ ରୋଜଗାର...

କରୋନାରେ ମୃତ ୧୨ ଶିକ୍ଷକଙ୍କ ପରିବାରକୁ ମିଳିବ ଆର୍ଥତ୍କ ସହାୟତା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନା ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ, ଶିକ୍ଷକମାନେ ଆଗଧାଡ଼ିର ଯୋଦ୍ଧା ସାଜିଛନ୍ତି। ୫ ମାସ ହେଲାଣି ନିଜ ଜୀବନକୁ ବାଜି ଲଗାଇ...

ମୟୂରଭଞ୍ଜ: ୪ ନେତାଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୨।୩(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୪ ନେତାଙ୍କୁ ମୟୂରଭଞ୍ଜ ଜିଲାର ୮ ବିଧାନସଭା ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ପ୍ରଦାନ...

ସବୁ ବର୍ଗର ସ୍କୁଲ୍‌ ପିଲାଙ୍କୁ ମିଳିବ ଡ୍ରେସ୍‌, ଜୋତା

ଭୁବନେଶ୍ୱର, ୧୮ା୯(ବ୍ୟୁରୋ): ସରକାରୀ ସ୍କୁଲଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କ ମିଳିବ ଡ୍ରେସ୍‌ ଓ ଜୋତା। ରାଜ୍ୟ ସରକାର ଏହି ବଡ଼...

ପଥର ରୂପରେ ପୂଜା ପାଉଛନ୍ତି ମହାପ୍ରଭୁ

ପୁରୀ, ୮ା୭ (ଅଜିତ୍‌ ମହାନ୍ତି): ବିଶ୍ୱର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ମହାପ୍ରଭୁ କେଉଁଠି ପଥର ରୂପରେ ତ ଆଉ କେଉଁଠି ମୂର୍ତ୍ତିି ରୂପରେ...

ଫୁଲୁଛି ମହାନଦୀ: ପୁରୀରେ ସମ୍ଭାବ୍ୟ ବନ୍ୟାସ୍ଥିତିକୁ ନେଇ ସମୀକ୍ଷା

ପୁରୀ ଅଫିସ,୨୯।୮: ହୀରାକୁଦ ଜଳଭଣ୍ଡାର ଗେଟ୍‌ ଖୋଲିବା ପରେ ମହାନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ଆଶଙ୍କା ବଢ଼ିଛି। ପୁରୀ ଜିଲାରେ ବନ୍ୟା ହୋଇପାରେ...

ମ୍ୟୁନିସିପାଲିଟି ଆବର୍ଜନାସ୍ଥଳରେ ମହାପ୍ରସାଦ

ପୁରୀ ଅଫିସ,୪।୧୧ : ପୁରୀ ମ୍ୟୁନିସପାଲିଟି ଆବର୍ଜନାସ୍ଥଳରେ ପଡିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ। ରେଲେୱ ପର୍ଯ୍ୟଟନ ପରିସର ହବିଷିଆଳି ଶିବିରର ଏଭଳି ଦୃଶ୍ୟ ସୋସିଆଲ ମିଡିଆରେ...

ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା

କଟକ,୨୭ା୭: ଆସନ୍ତାବର୍ଷ ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ। ମାଟ୍ରିକ ସହ ମଧ୍ୟମା, ରାଜ୍ୟ...

Advertisement
Archives

Model This Week