ଡମ୍ଫର ସହିତ ବାଇକ ମୁହାଁମୁହିଁ ଧକ୍କା

ବାଲେଶର ଅଫିସ ୭/୧- ବାଲେଶ୍ବର ଜିଲାର ୫୭ ତମ ରାଜ୍ୟ ରାଜପଥର ଜଳେଶ୍ୱର – ଚନ୍ଦନେଶର ମୁଖ୍ୟରାସ୍ତାର ବାରମାଇଲ ଛକଠାରେ ଗୁରୁବାର ସକାଳୁ ଡମ୍ଫର ସହିତ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ ଆରୋହୀ ଜଣକ ଗୁରୁତର ହେଇ ଜଳେଶରପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ ବାରମାଇଲ ଛକ ଠାରେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି। ଘଟଣା ସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବାବେଳେ କମର୍ଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ ସହିତ ବୁଝାସୁଝା କରୁଥିବା ଜଣାପଡ଼ିଛି । ଏଠାରେ ଏକ ହମ୍ପସ ନିର୍ମାଣ ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିଲେ ପୂର୍ବତନ କଂଗ୍ରେସ ଏମ୍‌ପି

ପଦ୍ମପୁର,୧ା୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ନେଇ ଘଡ଼ିକୁ ଘୋଡା ଛୁଟୁଛି। ଗୁରୁବାର ପଦ୍ମପୁରରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ବରଗଡ଼ର ପୂର୍ବତନ କଂଗ୍ରେସ ଏମ୍‌ପି...

ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ...

ଗୁପ୍ତଯୁଗ ସଭ୍ୟତାର ସନ୍ଧାନ

ସମ୍ବଲପୁର,୧୮ା୮(ବ୍ୟୁରୋ):ସମ୍ବଲପୁର ଜିଲାରେ ଗୁପ୍ତଯୁଗୀୟ ସଭ୍ୟତାର ସନ୍ଧାନ ମିଳିଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ସ୍ନାତକୋତ୍ତର ଇତିହାସ ବିଭାଗ ଗବେଷଣାରୁ ଏହା ଜଣାପଡ଼ିଛି। ଜିଲାର ଯୁଯୁମୁରା ନିକଟ ବଡ଼ମାଳ...

କୋଚିଂ ସେଣ୍ଟରରେ ଚଢ଼ାଉ

ବାରିପଦା ଅଫିସ,୧୧ା୬- କରୋନା ସଂକ୍ରମଣ ରୋକିବା ପାଇଁ ରାତି ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ କର୍ଫ୍ୟୁ କଟକଣା ଜାରି କରାଯାଇଛି। ଏହି...

ହୁଗୁଳା ଉନ୍ନୟନ

ଜନମଙ୍ଗଳ ରାଷ୍ଟ୍ରରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଭଳି ଦିଗ ପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ । ଏହାକୁ ହିଁ ଉନ୍ନୟନ ବୋଲି କୁହାଯାଏ । ଏଥିରେ...

୧୨ବର୍ଷରେ ୨୦ ଜୀବନ ନେଲାଣି ହାତୀ

ଖୋର୍ଦ୍ଧା ଅଫିସ,୫।୪: ଖୋର୍ଦ୍ଧା ବନଖଣ୍ଡ ଅଧୀନ ଖୋର୍ଦ୍ଧା ଓ ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ଖାଦ୍ୟ ଲାଲସାରେ ଗାଁ ମୁହାଁ ହେଉଛନ୍ତି ହାତୀପଲ।...

ବ୍ୟବସାୟୀଙ୍କୁ ଅତିରିକ୍ତ ତହସିଲଦାର ପିଟିବା ଘଟଣା: ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ,୫।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ଗତ ବୁଧବାର ଜଣେ ବୃଦ୍ଧ ତରଭୁଜ ବିକାଳି ଓ...

ରାସ୍ତାକଡ଼ରୁ ଛାତ୍ରୀଙ୍କ ମୃତଦେହ ଜବତ

ରସୁଲପୁର/ବାରିପଦା ଅଫିସ,୨୭ା୧: ଯାଜପୁର ଜିଲା ରସୁଲପୁର ବ୍ଲକ ମୂଳାପାଳ ଛକ ନିକଟସ୍ଥ ରାଜେନ୍ଦ୍ରପୁର-ଦିଆଲଖଣ୍ଡି ଗ୍ରାମରାସ୍ତା ପାର୍ଶ୍ୱରୁ ବୁଧବାର କୁଆଖିଆ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର...

Advertisement
Archives

Model This Week