ହୋଲି ଖେଳିବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ପ୍ରୀତିପୁର,୮ା୩(ଡି.ଏନ୍‌.ଏ.): ବୁଧବାର ସାଙ୍ଗମାନଙ୍କ ସହ ମିଶି ହୋଲି ଖେଳିବା ନିମନ୍ତେ ବାଇକ୍‌ ଯୋଗେ ଯାଉଥିବା ସମୟରେ ଗଛରେ ପିଟି ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି।

ସୂଚନାଯୋଗ୍ୟ, ଆଜି ହୋଲି ଖେଳିବା ପାଇଁ ୩ ଯୁବକ ସାଥି ହୋଇ ଏକ ବାଇକ୍‌ରେ ଯାଉଥିବା ବେଳେ ଅଳକୁଣ୍ଡ-କପିଳା ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଥିଲେ। ଫଳରେ ବିଞ୍ଝାରପୁର ବ୍ଲକ ଅଧିନସ୍ଥ ପ୍ରୀତିପୁର ଗ୍ରାମର ଚନ୍ଦନ ଦାସ(୨୮)ଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସର କରିଦେଲା ଅନାଥ

ଖଡ଼ିଆଳ,୧୮ା୭(ସୁଜିତ କୁମାର ପ୍ରଧାନ)- ପ୍ରଥମେ ମା’ ଓ ପରେ ବାପାଙ୍କୁ ହରାଇ ବେସାହାରା ହୋଇପଡିଛନ୍ତି ୨ବ ନାବାଳିକା। ବୃଦ୍ଧ ଜେଜେବାପା ଏବେ ସେମାନଙ୍କ ଭରସା। ଏଭଳି...

ମିଥ୍ୟା ବିଲ୍‌ କରି ଅର୍ଥ ଆତ୍ମସାତ୍‌ ଉଦ୍ୟମ: ଅଭିଯୋଗ ପରେ ବିଲ୍‌ ବନ୍ଦ କଲେ ବିଡିଓ

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କସୃପଡା ପଞ୍ଚାୟତରେ ଏକ ପ୍ରକଳ୍ପ କାମରେ ମିଥ୍ୟା ବିଲ୍‌ କରି ଅର୍ଥ ଆତ୍ମସାତ୍‌ ଉଦ୍ୟମ ହୋଇଥିଲା। ଏ...

ଏମିତି ରହିଛି ସବୁ ଅଳଙ୍କାର, ଭିତର ରତ୍ନଭଣ୍ଡାର ସ୍ଥିତି ନେଇ ବରିଷ୍ଠ ସେବାୟତ କଲେ ବଡ଼ ଖୁଲାସା

ପୁରୀ,୧୮।୭: ଭିତର ରତ୍ନଭଣ୍ଡାର ସ୍ଥିତି ନେଇ ବରିଷ୍ଠ ସେବାୟତ ଦୁର୍ଗା ଦାସମହାପାତ୍ର ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି ବାହାର ପଟୁ ଗୋଟିଏ ଫାଟ ଦୃଶ୍ୟମାନ ହେଉଛି।...

ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣଙ୍କ ବିରୋଧରେ ହାଇକୋର୍ଟ ଗଲେ ଭାଜପା ନେତା ଜଗନ୍ନାଥ

ଭୁବନେଶ୍ୱର,୧୮।୭: ହାଇକୋର୍ଟ ଗଲେ ଭୁବନେଶ୍ବର ମଧ୍ୟ ଭାଜପା ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ। ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବିରୋଧରେ ନିର୍ବାଚନୀ ମାମଲା ରୁଜୁ କରିଛନ୍ତି। ଭୋଟ...

ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର: ଚାଲିଛି ଚିକିତ୍ସା…

କୋରାପୁଟ,୧୮।୭(ଅମିତାଭ ବେହେରା): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ପ୍ରଥମେ କୋରାପୁଟ ଜୟପୁର ସ୍ଥିତ ଜିଲା ମେଡିକାଲ ରେ ଭର୍ତ୍ତି କରାଯାଇଥିଲା।...

ଆଇଡି ବିସ୍ଫୋରଣ ପରେ ସର୍ଚ୍ଚ ଅପରେଶନ ଜୋର୍‌ଦାର

ମାଲକାନଗିରି,୧୮।୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଗୁରୁବାର ଆଇଡି ବିସ୍ପୋରଣ ଘଟି ୨ଜଣ ଯବାନ ଶହୀଦ ହୋଇଥିବା ବେଳେ ୪ଜଣ ଯବାନ...

ନବୀନଙ୍କ ପାୱାରଫୁଲ ଅଫିସରଙ୍କୁ ସିଏମଓରୁ ହଟାଇଲେ ମୋହନ ସରକାର

ଭୁବନେଶ୍ୱର,୧୮।୭: ସିଏମଓରୁ ହଟିଲେ ଆଇଏଏସ ରୁପାରୋଶନ ସାହୁ। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କ ବଦଳି ହୋଇଛି। ତାଙ୍କୁ ଏସସି/ଏସଟି ଉନ୍ନୟନ ବିଭାଗ କମିଶନର...

ସୃଷ୍ଟି ହେଲା ଲଘୁଚାପ; ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ କହିଲେ ସ୍ୱତନ୍ତ୍ର ରିଲିଫ୍ କମିଶନର

ନୂଆଦିଲ୍ଲୀ,୧୮।୭: ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବା ପରେ ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ୧୪ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri