ହୋଲି ଖେଳିବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ପ୍ରୀତିପୁର,୮ା୩(ଡି.ଏନ୍‌.ଏ.): ବୁଧବାର ସାଙ୍ଗମାନଙ୍କ ସହ ମିଶି ହୋଲି ଖେଳିବା ନିମନ୍ତେ ବାଇକ୍‌ ଯୋଗେ ଯାଉଥିବା ସମୟରେ ଗଛରେ ପିଟି ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି।

ସୂଚନାଯୋଗ୍ୟ, ଆଜି ହୋଲି ଖେଳିବା ପାଇଁ ୩ ଯୁବକ ସାଥି ହୋଇ ଏକ ବାଇକ୍‌ରେ ଯାଉଥିବା ବେଳେ ଅଳକୁଣ୍ଡ-କପିଳା ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଥିଲେ। ଫଳରେ ବିଞ୍ଝାରପୁର ବ୍ଲକ ଅଧିନସ୍ଥ ପ୍ରୀତିପୁର ଗ୍ରାମର ଚନ୍ଦନ ଦାସ(୨୮)ଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗରୋଧ ଗୃହରେ ଭୁବନେଶ୍ୱର ଫେରନ୍ତା

ଦାରିଙ୍ଗବାଡ଼ି,୭।୪(ଡି.ଏନ.ଏ)- ଭୁବନେଶ୍ୱର ଅଞ୍ଚଳରେ ରହୁଥିବା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ୩ ପରିବାରର ପ୍ରାୟ ୧୪ ଜଣ ଗଁାରେ ପହଞ୍ଚତ୍ଛନ୍ତି। ଦାରିଙ୍ଗବାଡ଼ିର ଡବେରୀ ଗ୍ରାମଠାରେ ପହଞ୍ଚତ୍ବା ପରେ...

ବେଆଇନ ଚାଲିଛି ୨୦ରୁ ଊର୍ଦ୍ଧ୍ୱ ବାଲି ଖାଦାନ

ଚଣ୍ଡିଖୋଲ,୨୮।୨(ଡିଏନଏ): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ରହିଥିବା ୩ଟି ନଦୀରୁ ବ୍ୟାପକଭାବେ ବେଆଇନ ବାଲିଚାଲାଣ କରାଯାଉଛି। କୌଣସି ଗୋଟିଏ ଖାଦାନକୁ ଲିଜ ଦିଆଯାଇ ନ...

ଗାଁକୁ ଡାକି ପ୍ରେମିକାଙ୍କୁ ଜାଳିଦେଲେ ଯୁବକ

ପୁରୁଷୋତ୍ତମପୁର,୨୮ା୭(ଡି.ଏନ.ଏ.):ପ୍ରେମିକାଙ୍କୁ ନିଜ ଗଁାକୁ ଡାକି ତାଙ୍କ ଉପରେ ପେଟ୍ରୋଲ ଢାଳି ଜାଳି ଦେଇଛନ୍ତି ଜଣେ ଯୁବକ। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମରେ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କଲେ ସରପଞ୍ଚ

ଭଦ୍ରକ ଅଫିସ,୬ା୪: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଦୋସିଙ୍ଗା ସରପଞ୍ଚ ମୁଜିବୁର ରହେମାନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଅତିରିକ୍ତ...

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟ ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ବ୍ୟକ୍ତିଙ୍କୁ ୨୦ ବର୍ଷ ଜେଲ ଓ ୨୫...

ଚୌକିଦାରଙ୍କ ଘର ଭାଙ୍ଗିବାକୁ ନୋଟିସ୍‌

ଭଞ୍ଜନଗର,୨୬।୯(ଡି.ଏନ.ଏ): ଭଞ୍ଜନଗର ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟର ଏକ ଚୌକିଦାର ଘରକୁ ନେଇ ଜନସ୍ବାସ୍ଥ୍ୟ ବିଭାଗ ଏବଂ ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ମଧ୍ୟରେ ବହୁଦିନ...

ମା’ ବଇରାସରାଣୀ କ୍ରିକେଟ: ବେହେରାପାଲି ଚାମ୍ପିୟନ

ତରଭା,୧୭ା୧୨(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ତରଭା ନିକଟସ୍ଥ ବଇରାସର ପୂର୍ତ୍ତ ଡାକବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଥିବା ମା ବଇରାସରାଣୀ କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଗତ...

ଆସୁଛି ପ୍ରବଳ ବର୍ଷା

ଭୁବନେଶ୍ବର,୨୪।୯: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା...

Advertisement
Archives

Model This Week