ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌

ପାଟଣା,୧୦।୫(ସ୍ବ.ପ୍ର.): ୪୯ ନମ୍ବର ଜାତୀୟ ରାଜପଥର କେନ୍ଦୁଝର ଜିଲା ପାଟଣା ବ୍ଲକ ନିହ୍ନୁଆଁ ଛକରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ଛିଡା ହୋଇଥିବା ଟ୍ରକ ପଛରେ ପିଟି ହୋଇ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଆହତ ହୋଇଛନ୍ତି । ମୃତ ବାଇକ ଚାଳକ ଜଣକ ହେଉଛନ୍ତି ପାଟଣା ବ୍ଲକ ବୁଢିକାପୁଡି ପଞ୍ଚାୟତ ତେନ୍ତଳା ଗ୍ରାମର ଭାରତ ନାଏକଙ୍କ ପୁଅ ଶିରିଷ ନାଏକ (୨୨)। ଆହତ ଯଶିପୁର ଥାନା ମାଟିଆଗଡ ନିକଟ ବସନ୍ତପୁରର ଚନ୍ଦନ ନାଏକ (୨୨)। ତାଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ଦୁର୍ଘଟଣାକୁ ନେଇ ପରିସ୍ଥିତି ଉତ୍ତେଜନାମୂଳକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉବ୍ଦିଦ ବିଜ୍ଞାନ ସମ୍ମାନରେ ପ୍ରୀତିସୁଧା ଟପ୍ପର

ରୂପ୍‌ସା, ୧୩।୬(ଡି.ଏନ.ଏ.)-ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଉବ୍ଦିଦ ବିଜ୍ଞାନ ସମ୍ମାନରେ ଚଳିତବର୍ଷ ଛାତ୍ରୀ ପ୍ରୀତିସୁଧା ମହାପାତ୍ର ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ା ବାଲେଶ୍ୱର ଜିଲା...

ଡାକ୍ତରଙ୍କୁ ଭଣ୍ଡେଇଲେ ସୁନ୍ଦରୀ ଯୁବତୀ, ଆକାଉଣ୍ଟରୁ ନେଇଗଲେ ଏତିକି ଟଙ୍କା, ଆଉ ତା’ ପରେ…

ତାଳଚେର,୭ା୮(ନି.ପ୍ର.): ଜଣେ ଯୁବତୀ ନିଜକୁ ଏକ ବଡ଼ କମ୍ପାନୀର ଏଜେଣ୍ଟ ବୋଲି ପରିଚୟ ଦେଇ ଜଣେ ବରିଷ୍ଠ ତଥା ଅବସରପ୍ରାପ୍ତ ଡାକ୍ତରଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଲକ୍ଷାଧିକ...

ଜନଗହଳିପୂର୍ଣ୍ଣ ଛକ ପରିଦର୍ଶନ କଲେ ଟ୍ରାଫିକ ଡିଏସ୍‌ପି : ଭୁଲ ରାସ୍ତାରେ ଗଲେ, ବାଇକ୍‌ରେ ୩ ଜଣ ବସିଲେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୧୪ା୧୧-ବ୍ରହ୍ମପୁର ସହରର ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବାକୁ ଏଣିକି ବିଭାଗ ପକ୍ଷରୁ ଦୃଢ ପଦକ୍ଷେପ ଗ୍ରହଣ କରାଯିବ ା ବ୍ରହ୍ମପୁର ମହାନଗର ନିଗମ(ବିଏମସି) ପକ୍ଷରୁ...

ପେଟ୍ରୋଲ ଢାଳିଦେଲେ ଡାକ୍ତର, ଆଙ୍ଗୁଠି ହରାଇଲେ ଯୁବକ

ଦେବଗଡ,୨୦।୮(ଡି.ଏନ.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଉଟୁଣିଆ ଗ୍ରାମର ତ୍ରିପୁରାରୀ ପ୍ରଧାନଙ୍କ ପୁଅ ସନ୍ଦୀପ ପ୍ରଧାନ (୧୮) ଡାହାଣ ପାଦର ବୃଦ୍ଧାଙ୍ଗୁଳି ହରାଇଛନ୍ତି। ଡାକ୍ତର...

ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର: ଦୃଷ୍ଟିଶକ୍ତି ହରାଇଲେ ବୃଦ୍ଧା

ଢେଙ୍କାନାଳ ଅଫିସ, ୬ା୨: ଢେଙ୍କାନାଳ ସହର ଉପକଣ୍ଠ ମହିଷାପାଟ ଅଞ୍ଚଳରେ ଥିବା ଏକ ଘରୋଇ ଚକ୍ଷୁ ଚିକିତ୍ସାଳୟରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ବୃଦ୍ଧାଙ୍କ ଦୃଷ୍ଟିଶକ୍ତି...

ମହିଳା ଗ୍ରୁପଠାରୁ ଠକିନେଲେ ୮ ଲକ୍ଷ

ନୂଆଗାଁ,୨୫।୧୧(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପୋଲିସ ଠକେଇ ଅଭିଯୋଗରେ ଶୁକ୍ରବାର ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ସେ ହେଲେ ଯଶୋବନ୍ତୀ...

ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ

ଚୌଦାର ,୧୬।୬(ଡ଼ି.ଏନ.ଏ):- ୧୬ନଂ ଜାତୀୟ ରାଜପଥ ମଙ୍ଗୁଳି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ...

ଗଞ୍ଜାମରେ କମୁଛି କରୋନା ଆକ୍ଟିଭ୍‌ ସଂଖ୍ୟା

ଛତ୍ରପୁର,୧୮।୮(ଡି.ଏନ.ଏ): ଗଞ୍ଜାମ ଜିଲାରେ କୋଭିଡ୍‌ ଆକ୍ଟିଭ୍‌ କେଶ୍‌ କମିବାରେ ଲାଗିଛି। ଏ ନେଇ ମଙ୍ଗଳବାର ଏକ ଗ୍ରାଫ୍‌ ସହ ଜିଲପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌...

Advertisement
Archives

Model This Week