ଭାରସାମ୍ୟ ହରାଇ ବସ୍‌କୁ ଧକ୍କା ଦେଲା ବାଇକ୍‌, ଦୁଇ ଗୁରୁତର

ପାଟଣା,୨୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ନଂ ଜାତୀୟ ରାଜପଥର ମଙ୍ଗଳପୁର ପୋଲ ନିକଟରେ ଶୁକ୍ରବାର ଭୁବନେଶ୍ୱରରୁ ଆସୁଥିବା ପୁଜାରାଣୀ ବସକୁ ଏକ ବାଇକ ଧକ୍କା ଦେବାରୁ ବାଇକରେ ଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ଦୁଇଜଣ ହେଉଛନ୍ତି ପାଣିକୋଇଲି ମାଧପୁର ଗ୍ରାମର ଆଶିଷ କୁମାର ସାହୁ ଓ ଅନ୍ୟ ଜଣେ ଭୁବନେଶ୍ୱର ବାଗମୟୀ ଶର୍ମା ବୋଲି ଜଣାପଡିଛି।

ସୂଚନାଯୋଗ୍ୟ ଯେ, ଗୁରୁତର ଦୁଇଜଣ ଘଟଗାଁର ଏକ ମାଇକ୍ରୋଫାଇନ୍ସରେ କାର୍ଯ୍ୟରତ ଥିବା ଜଣାପଡିଛି । ପୂଜାରାଣୀ ବସଟି ଭୁବନେଶ୍ୱରରୁ ପାଟଣା ଅଭିମୁଖେ ଆସୁଥିବାବେଳେ ବାଇକଟି ପାଟଣାରୁ ଢେଙ୍କିକୋଟ ଅଭିମୁଖେ ଯାଉଥିବାବେଳେ ମଙ୍ଗଳପୁର ଢ଼ାବା ନିକଟରେ ଦୁର୍ଘଟଣା ଘଟିଛି। ଫଳରେ ଗୁରୁତର ଦୁଇଜଣକୁ ଦୁର୍ଘଟଣାସ୍ଥଳରୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପାଟଣା ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସାରୁ ଦୁହିଙ୍କ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ଉଭୟ ଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri