ଡିଭାଇଡରରେ ପିଟି ହେଲା ବାଇକ୍‌, ଚାଲିଗଲା ଦୁଇ ଜୀବନ

ବାଲେଶ୍ୱର ଅଫିସ,୨ା୫: ବାଲେଶ୍ୱର ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ବାଲିଆ ଅଞ୍ଚଳର ୩ ଯୁବକ ଏକ ବାଇକ୍‌ରେ ରେମୁଣା ଗୋଲେଇ ଯାଉଥିବା ବେଳେ ଭୀମପୁରା ନିକଟରେ ରାସ୍ତାପାର୍ଶ୍ୱ ଡିଭାଇଡରରେ ପିଟି ହୋଇଯାଇଥିଲେ। ଏଥିରେ ୩ ଜଣ ଗୁରୁତର ହୋଇଥିବା ବେଳେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ଡାକ୍ତର ସେଠାରେ ଦୁଇଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟଜଣେ ଗୁରୁତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ମୃତକ ଦୁଇଜଣଙ୍କ ନାମ ପରେଶ ଓ ଭାଲୁ ବୋଲି ଜଣାପଡ଼ିଥିବା ବେଳେ ଗୁରୁତର ଜଣକ ବାଲିଆର ପାକୁଆ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶ୍ଚିହ୍ନ ହେବାକୁ ବସିଛି ଲିଙ୍ଗରାଜଙ୍କ କୁଡୁଆ ସମ୍ପତ୍ତିି

ପୁରୁଣା ଭୁବନେଶ୍ୱର,୧୦ା୫(ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ଜାନିଯାତ୍ରାରେ ନୀତିକାନ୍ତି ପାଇଁ ଛତିଶାନିଯୋଗ ନିୟୋଜିତ ରହିଛନ୍ତି। ସମସ୍ତ ସେବା ପାଇଁ ସେବାୟତଙ୍କୁ ଜମି ଖଞ୍ଜାପଡ଼ା ରହିଛି। ସେହପରି...

ହାତୀଦାନ୍ତ ଜବତ, ୨ ଶିକାରୀ ଗିରଫ

ଭୁବନେଶ୍ୱର, (ବ୍ୟୁରୋ)/ ବଲାଙ୍ଗୀର ଅଫିସ,୯।୧୨: କଠୋର ଆଇନ ଓ ବାରମ୍ବାର ଚଢ଼ାଉ ସତ୍ତ୍ୱେ ବନ୍ୟଜନ୍ତୁ ଶିକାର ଏବଂ ଚୋରା ଚାଲାଣ ବନ୍ଦ ହୋଇପାରୁ ନାହିଁ। ନଭେମ୍ବର...

କଲଭର୍ଟ ନିର୍ମାଣରେ ବିଳମ୍ବ

ଗଞ୍ଜାମ,୬ା୬(ଡି.ଏନ.ଏ.)- ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନଂ ୪ ରାଉଳ ସାହି ମୁଖ୍ୟ ରାସ୍ତା କଲଭର୍ଟ ନିର୍ମାଣ କାର୍ଯ୍ୟ ବିଳମ୍ବ ଯୋଗୁ ଅସନ୍ତୋଷ ଦେଖାଦେଇଛି। ଉକ୍ତ...

ଲକ୍‌ଡାଉନ୍‌ ମାନୁନାହାନ୍ତି ୧୦ ପ୍ରତିଶତ ଲୋକ: ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ;ଗିରଫ ହେଲେଣି ୧୪୦୦ରୁ ଅଧିକ ଉଲ୍ଲଂଘନକାରୀ

ଭୁବନେଶ୍ୱର,୩୦।୩(ବ୍ୟୁରୋ)- ମହାମାରୀ କରୋନା ସଂକ୍ରମଣ ରୋକିବାକୁ ସାରା ଭାରତ ଏବେ ଲକ୍‌ଡାଉନ୍‌। ଓଡ଼ିଶାରେ ମଧ୍ୟ ଲକ୍‌ଡାଉନକୁ ସଫଳ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର...

ପାଣିଘେରରେ ୨୦ ପରିବାର

ରୂପସା,୧୬।୯(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ପଞ୍ଚାୟତର ୨୦ରୁ ଊର୍ଦ୍ଧ୍ୱ ପରିବାର ପାଣି ଘେରରେ ଜୀବନ ବିତାଉଛନ୍ତି। ଗାଁ...

ଲକର ଚାବି ନ ଦେବାରୁ ସୁନା ଦୋକାନୀଙ୍କୁ ଆକ୍ରମଣ

ଆସିକା, ୧୬ା୧୨ (ଡି.ଏନ.ଏ): ଆସିକା ଏନ୍‌ଏସି ଅର୍ନ୍ତଗତ ବଜାରସାହିରେ ଥିବା ମହାଲକ୍ଷ୍ମୀ ଜୁଏଲର୍ସର ମାଲିକ ପ୍ରଭାକର ପାତ୍ର ଓ ତାଙ୍କ ଝିଅଙ୍କୁ ଗୁରୁବାର ରାତି ପ୍ରାୟ...

୨୦ ବର୍ଷ ପାକିସ୍ତାନ ଜେଲରେ ସଜା କାଟିଲେ ସୁନ୍ଦରଗଡ଼ର ବିରଜୁ

ସୁନ୍ଦରଗଡ,୨।୧୧(ଡି.ଏନ୍‌.ଏ)-୨୫ବର୍ଷ ଧରି ନିଖୋଜ ଥିବା ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ କଟଙ୍ଗ ଜଙ୍ଗାଟୋଲିର ବିରଜୁ କୁଲୁ ପାକିସ୍ତାନ ଜେଲରେ ୨୦ବର୍ଷ ଧରି ସଜା କାଟି ସାରିବା...

ଡାକ ବିଭାଗର ଅବହେଳା : ୩ ମାସ ପରେ ବି ମଳିନି ମନିଅର୍ଡର

ରତ୍ନଗିରି,୬ା୭(ଡି.ଏନ.ଏ.): ଯାଜପୁର ଜିଲା ବରୀ ଉପଖଣ୍ଡ ଡାକ କାର୍ଯ୍ୟାଳୟରେ ଗତ ଏପ୍ରିଲ ୮ରେ ବରୀ ବ୍ଲକ ଅଧୀନ ଅରଙ୍ଗାବାଦ ପଞ୍ଚାୟତର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଦୋଳଗୋବିନ୍ଦ ଦାଶ...

Advertisement
Archives

Model This Week