ରାସ୍ତାପାର୍ଶ୍ୱ ଗାର୍ଡରେ ପିଟିହେଲେ ବାଇକ୍‌ ଚାଳକ, ଚାଲିଗଲା ଜୀବନ

ବାଲିଗୁଡ଼ା,୨୫ା୬(ଡି.ଏନ୍‌.ଏ.): ଜାତୀୟ ରାଜପଥ ବାଲିଗୁଡ଼ା ଥାନାଠାରୁ ମାତ୍ର ୪ କି.ମି. ଦୂର ଏକ ବୁଲାଣିରେ ଶନିବାର ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗାର୍ଡରେ ପିଟି ହୋଇଯିବାରୁ ଜଣଙ୍କ ଜୀବନ ଯାଇଛି। ମୃତକ ଜଣକ ହେଲେ ରଜିଆ ପଣ୍ଡା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ଏଥିସହ କେସ୍‌ ନଂ ୧୪୧/୨୨ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଥାନା ଭାରପ୍ରାପ୍ତ ଅଧିକାରୀ ବାବା ଶଙ୍କର ସରାଫ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ପଡିଆରୁ ଟେକି ନେଇ ନାବାଳିକାଙ୍କୁ ବଳାତ୍କାର, ୫୯ ବର୍ଷୀୟ ବ୍ୟକ୍ତି ଗିରଫ

ଦେବଗଡ,୧୦।୨(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri