ଗଛରେ ପିଟି ହେଲା ବାଇକ୍‌, ୨ ଜଣଙ୍କ ଜୀବନ ଗଲା

ରିଆମାଳ ୧୨.୧୧ (ଡି଼.ଏନ.ଏ): ଦେଓଗଡ ଜିଲା ରିଆମାଳ ଥାନା ଅନ୍ତର୍ଗତ ବୁଚାକଟେଇ ଛକ ଠାରେ ବୁଧବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବାଇକ ଚାଲକଙ୍କ ବେପାରୁଆ ଗାଡି ଚାଳନା ଯୋଗୁ ଭାରସାମ୍ୟ ହରାଇ ଏକ ଗଛ ପିଟିବା ଯୋଗୁ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ବାଇକଟି ଗଛରେ ପିଟି ହୋଇ ୩ ମିଟର ଆଗରେ ଛିଟିକି ପଡିଥିବା ଜଣାପଡିଛି। ସୂଚନାଯୋଗ୍ୟ, କଂସର ଫାଣ୍ଡି ଅନ୍ତର୍ଗତ ମଂଜାରିବାହାଳର ଜୟ ରଣା (୬୦) ଓ ପବନା ନାୟକ (୨୫) ଏକ ହିରୋ ସ୍ପ୍ଲେଣ୍ଡର ପ୍ଲସ ବାଇକ (ଗାଡି ନଂ-ଓଡି-୨୩-୪୯୫୬) ଯୋଗେ କଖାରୁମାଳ ଗ୍ରାମକୁ ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ରିଆମାଳ ଥାନା ପ୍ରଶାସନ ପହଞ୍ଚିି ତଦନ୍ତ ଆରମ୍ଭ କରିଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ପଛରୁ ଧକ୍କାଦେଲା ଟ୍ରକ୍‌: ଡ୍ରାଇଭର ମୃତ

କେନ୍ଦୁଝର,୧୭।୨(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଶିରିଷପାଳ ୨୦ନଂ. ଜାତୀୟ ରାଜପଥ କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛରୁ ଅନ୍ୟ ଏକ ଟ୍ରକ୍‌ ଧକ୍କା ଦେବାରୁ ଡ୍ରାଇଭରଙ୍କର...

ପରିବା ବୋଝେଇ ପିକ୍‌ଅପ୍‌କୁ ପିଟିଲା ଟ୍ରକ: ଦୁଇ ମୃତ, ଜଣେ ଗୁରୁତର

କେନ୍ଦୁଝର,୩୦।୧(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନେକଡାଘର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପରିବା ବୋଝେଇ ପିକ୍‌ଅପ୍‌ ଗାଡି ଖରାପ ଥିବାରୁ ଛିଡ଼ା ହୋଇ...

ସାମ୍ପ୍ରତିକ ସ୍ଥିତିରେ ଶ୍ରୀମନ୍ଦିର ନ ଖୋଲୁ

ପୁରୀ ଅଫିସ, ୧୦ । ୧୦: ମହାମାରୀ କରୋନା ପାଇଁ ବନ୍ଦ ଥିବା ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳ ଖୋଲିବା ନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ...

ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ

ଧର୍ମଗଡ,୧୧।୨(ଡି.ଏନ୍‌.ଏ.): ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ଭୁବନେଶ୍ବରସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।...

ନାବାଳିକାଙ୍କୁ ଚିକିତ୍ସାରେ ଅବହେଳା ଅଭିଯୋଗ ଘଟଣା:ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ କଲେ ସହରବାସୀ

ଅନୁଗୋଳ ଅଫିସ, ୩୦।୭ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ଶୁକ୍ରବାର ଜଣେ ୧୦ ବର୍ଷିୟା ବାଳିକାଙ୍କୁ ଉପଯୁକ୍ତ ଚିକିତ୍ସା ନ ଦେଇ ପେଡିଆଟ୍ରିକ୍‌ ୱାର୍ଡରେ...

ଭାତୃଭାବ ଜାଗ୍ରତ ହେଲେ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ସମ୍ଭବ

ବଲାଙ୍ଗୀର ଅଫିସ/ପୁଇଁତଲା, ୧୧ା୧୨ (ଡି.ଏନ୍‌.ଏ.) ବିଶ୍ୱ ମାନବିକ ଅଧିକାର ଦିବସ ପାଳନ ଅବସରରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚବିଦ୍ୟାଳୟରେ...

ଲକ୍‌ଡାଉନ୍‌ ପ୍ରଭାବ: ବଜାରରୁ ଆଳୁ, ପିଆଜ ଉଭାନ୍‌

ଖୋର୍ଦ୍ଧା ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ବିଭିନ୍ନ ସତର୍କତା ଅବଲମ୍ବନ କରୁଛନ୍ତି। କେନ୍ଦ୍ର ସରକାର ମଙ୍ଗଳବାର ମଧ୍ୟରାତ୍ରରୁ ସମ୍ପୂର୍ଣ୍ଣ ଲକ୍‌ଡାଉନ ଘୋଷଣା...

ଦିବ୍ୟାଙ୍ଗଙ୍କ ସେବାରେ ମୋହିତ

ଭଦ୍ରକ ଅଫିସ, ୨୨।୪ ବର୍ତ୍ତମାନର ବ୍ୟସ୍ତବହୁଳ ଦୁନିଆରେ ସମସ୍ତେ ନିଜ କାମରେ ବ୍ୟସ୍ତ ଥିବାବେଳେ ଦୁଃଖୀ ଦରିଦ୍ରଙ୍କ କଥା ବୁଝିବାକୁ କାହା ପାଖରେ ସମୟ ନାହିଁ।...

Advertisement
Archives

Model This Week