କାଳ ହେଲା ଗାଡି ରେସିଂ: ପଥରରେ ପିଟି ହୋଇ ବାଇକ୍‌ ଚାଳକଙ୍କ ପ୍ରାଣଗଲା

ପାଟଣା, ୨୩ା୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା-କେନ୍ଦୁଝର ରାସ୍ତାର ପୁଟୁଳିଆ ୟୁକାଲ୍‌ ପଟାସ ଜଙ୍ଗଲ ନିକଟରେ ରାସ୍ତା ପାର୍ଶ୍ୱରେ ପଡିଥିବା ଏକ ପଥରରେ ପିଟି ହୋଇ ଶୁକ୍ରବାର ସକାଳୁ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାମେଶ୍ୱରପୁର ଗ୍ରାମର ବିପିନ ବିହାରୀ ମୁଣ୍ଡା ଓରଫ ବିଶନ(୨୫)।
ମିଳିଥିବା ସୂଚନା ଅନୁଯାୟୀ, ଟାଙ୍ଗରପଡାରୁ ୨ଜଣ ଯୁବକ ୫ଶହ ଟଙ୍କା ବାଜି ଲଗାଇ ଦୁଇଟି ବାଇକ୍‌ରେ ରେସିଂ କରୁଥିଲେ। ବିପିନଙ୍କ ବାଇକ୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ପଡିଥିବା ପଥରରେ ପିଟି ହୋଇଯାଇଥିଲା। ଗୁରୁତର ଅବସ୍ଥାରେ ପାଟଣା ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପାଟଣା ପୋଲିସ ପକ୍ଷରୁ ଏଏସ୍‌ଆଇ ଶଙ୍କର ଆଲଦା ପହଞ୍ଚି ଏକ ଦୁର୍ଘଟଣା ମାମଲା(ନଂ.୧୫୪/୨୦) ରୁଜୁ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri