ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ପକ୍ଷୀକୁ ଦେଖିବାକୁ ଦେଖିବାକୁ ମିଳଛି। ପକ୍ଷୀଟି ଗୋଡ ଖସାଇ ଖସାଇ ନାଚୁଥିବା ଦେଖିବାକୁ ମିଳୁଛି ।ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।
Mandarin duck after watching Michael Jackson pic.twitter.com/nsmwawBgDe
— Susanta Nanda IFS (@susantananda3) March 26, 2022