୨୯ରୁ ଖୋଲିବ ବିରଜା ମନ୍ଦିର: ଜିଲାପାଳ

ଯାଜପୁର ଅଫିସ,୨୫ା୧୨: ଆସନ୍ତା ୨୯ ତାରିଖରେ ଖୋଲିବ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର। ଏନେଇ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଆଜି ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସକାଳ ୬ଟାରୁ ସନ୍ଧ୍ୟା ୫ ମଧ୍ୟରେ ଶ୍ରଦ୍ଧାଳୁମାନେ ମା’ଙ୍କ ଦର୍ଶନ କରିପାରିବେ।

ଏଥିସହ ନୂଆବର୍ଷରେ ଅଧିକ ଗହଳିକୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ ୧,୨ ଓ ୩ ତାରିଖରେ ମନ୍ଦିର ବନ୍ଦ ରହିବ। ଏହି ସମୟରେ ମନ୍ଦିର ମଧ୍ୟରେ କୌଣସି ବିବାହ କାର୍ଯ୍ୟ କରାଯିବ ନାହିଁ କେବଳ ପିଣ୍ଡଦାନ ହୋଇପାରିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

ସୁସ୍ଥ ହୃତ୍‌ପିଣ୍ଡ ଓ ରକ୍ତଚାପ

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

‘ମୋତେ ସ୍ତ୍ରୀର ମାନ୍ୟତା ଦିଅ, ନଚେତ୍ ମୁଁ ଆତ୍ମହତ୍ୟା କରିବି’, ଭାଜପା ନେତାଙ୍କ ନାଁରେ ପ୍ରେମିକାଙ୍କ ଗମ୍ଭୀର ଅଭିଯୋଗ

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ମୋରାଦାବାଦରୁ ଏକ ମାମଲା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ ଭାବରେ ଚର୍ଚ୍ଚା ହେଉଛି । କୁଣ୍ଡାରକି ଥାନା ଅଞ୍ଚଳ ଅନ୍ତର୍ଗତ…

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଗ୍ରହାଣୁରୁ ଖଣିଜ ଉତ୍ତୋଳନ

ସୌରଜଗତର ମଙ୍ଗଳ ଏବଂ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ବସ୍ତୁପିଣ୍ଡ ସୂର୍ଯ୍ୟକୁ ପରିକ୍ରମଣ କରୁଛି। ଏଗୁଡ଼ିକୁ ଗ୍ରହାଣୁ ବା ଗୌଣ ଗ୍ରହ କୁହାଯାଏ ଏବଂ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri