୨୯ରୁ ଖୋଲିବ ବିରଜା ମନ୍ଦିର: ଜିଲାପାଳ

ଯାଜପୁର ଅଫିସ,୨୫ା୧୨: ଆସନ୍ତା ୨୯ ତାରିଖରେ ଖୋଲିବ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର। ଏନେଇ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଆଜି ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସକାଳ ୬ଟାରୁ ସନ୍ଧ୍ୟା ୫ ମଧ୍ୟରେ ଶ୍ରଦ୍ଧାଳୁମାନେ ମା’ଙ୍କ ଦର୍ଶନ କରିପାରିବେ।

ଏଥିସହ ନୂଆବର୍ଷରେ ଅଧିକ ଗହଳିକୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ ୧,୨ ଓ ୩ ତାରିଖରେ ମନ୍ଦିର ବନ୍ଦ ରହିବ। ଏହି ସମୟରେ ମନ୍ଦିର ମଧ୍ୟରେ କୌଣସି ବିବାହ କାର୍ଯ୍ୟ କରାଯିବ ନାହିଁ କେବଳ ପିଣ୍ଡଦାନ ହୋଇପାରିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ: ଜାଣନ୍ତୁ କିଏ ହେଲେ ବାଲେଶ୍ୱର ଜିଲାର ଟପ୍ପର

ବାଲେଶ୍ୱର ଅଫିସ,୧୯।୮: ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବାଲେଶ୍ୱର ଜିଲାର ୬୫.୯୪ ପ୍ରତିଶତ ପାସହାର ରହିଛି। ତେବେ ସୋର ମହାବିଦ୍ୟାଳୟର ଛାତ୍ର...

ଦସ୍ତଖତ ନେଇ ଅଢ଼େଇ କୋଟି ଟଙ୍କା ଋଣ ଉଠାଣ

ବଇଣ୍ଡା,୨୫ା୧(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଅମାସମା, ବାସୁଦେବପୁର, ଧଣ୍ଡାତୋପା, ଆରମପୁର ଆଦି ଗ୍ରାମର ୨୫୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ ଦସ୍ତଖତ ନେଇ ଠାକୁରଗଡ଼ସ୍ଥିତ...

ସୀମାନ୍ତରେ ଏନ୍‌କାଉଣ୍ଟର ମାଓବାଦୀ କମାଣ୍ଡର ନିହତ

ମାଲକାନଗିରି,୧୩ା୧: ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ପୋଲିସ ଏନ୍‌କାଉଣ୍ଟରରେ ଜଣେ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ତାଙ୍କ...

୫-ଟି ସଚିବଙ୍କୁ ଭେଟିଲେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା,ଉପାଧ୍ୟକ୍ଷ

ଗଞ୍ଜାମ,୧୧ା୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଓ ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବିଶ୍ୱାଳ ଭୁବନେଶ୍ୱରରେ...

ମରାମତି ହେଉନି ଦୁର୍ବଳ ନଦୀବନ୍ଧ

ରସୁଲପୁର, ୨୪।୬ (ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀର ବାମପାର୍ଶ୍ୱ ବନ୍ଧ ରାସ୍ତା ପ୍ରଥମାଖଣ୍ଡି ପଞ୍ଚାୟତର ଗୋପାଳପୁର ଗ୍ରାମ ନିକଟରୁ ବ୍ରହ୍ମବରଦା ପୋଲ...

୧୦ରୁ ଊର୍ଦ୍ଧ୍ୱ ତାଳଗଛ ଜଳିଗଲା

ପଡିଆ,୧୯ା୫(ଡି.ଏନ.ଏ.)-ମାଲକାନଗିରି ଜିଲା ପଡିଆ ବ୍ଲକ କଲୋନୀରେ ବର୍ଷାପବନ ହୋଇ ଏକ ଦୁର୍ଘଟଣା ଘଟିଯାଇଛି। କଲୋନୀ ପଛପଟେ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ତାର ଛିଡିପଡି ୧୦...

ଅସ୍ଥାୟୀ ପୋଲ ନିର୍ମାଣ ପରେ ସ୍ବାଭାବିକ ହେଲା ଜୁନାଗଡ଼-ଧର୍ମଗଡ଼ ରାଜପଥ

ଭବାନୀପାଟଣା,୨୬।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଣ୍ଡାକୁଟ୍ରା ନିକଟ ହାଲେର ଯୋରରେ ବନ୍ୟା ପାଣି ଆସି ଗତ ୨୩ ତାରିଖରେ ଆପ୍ରୋଚ୍‌ ପୋଲ ଧୋଇ ହୋଇଯାଇଥିଲା।...

ସ୍କ୍ରିନିଂ ପରେ ୧୫ ସୁରଟ ଫେରନ୍ତାଙ୍କୁ ପଠାଗଲା ଏମ୍‌କେସିଜି: ଧରାକୋଟ କ୍ୱାରାଣ୍ଟାଇନ ସେଣ୍ଟରରେ ୧୧୪ ପ୍ରବାସୀ ଓଡ଼ିଆ

ଧରାକୋଟ,୩୦ା୪(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିଥିବା ୪ ବସ୍‌ କଡା ସୁରକ୍ଷା ମଧ୍ୟରେ ବୁଧବାର ମଧ୍ୟରାତ୍ରରେ ଆସିକାରେ ପହଞ୍ଚତ୍ଥିଲା। ସେଥିରୁ ୨ଟି ବସ୍‌କୁ ଧରାକୋଟ...

Advertisement
Archives

Model This Week