ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡ଼ି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଲା। ୪ ରାଜ୍ୟ ସଭା ଆସନ ପାଇଁ ବିଜେଡ଼ି ରବିବାର ପ୍ରାର୍ଥୀ ଘୋଷଣା କରିଛି। ସୁଲତା ଦେଓ, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶି ଏବଂ ସସ୍ମିତ୍‌ ପାତ୍ରଙ୍କ ନାମ ଘୋଷଣା କରିଛି ବିଜେଡ଼ି। ଏ ନେଇ ବିଜେଡ଼ି ପକ୍ଷରୁ ପ୍ରେସ୍‌ରିଲିଜ୍‌ ଜାରି ହୋଇଛି।

ଓଡିଶାରୁ ରାଜ୍ୟ ସଭାରେ ୪ଟି ଆସନ ଖାଲି ରହିଛି । ପ୍ରସନ୍ନ ଆଚାର୍ଯ୍ୟ, ଦକ୍ଷିଣ ଓଡ଼ିଶାର ପ୍ରମୁଖ ଚେହେରା ଏନ. ଭାସ୍କର ରାଓ, ବିଜେଡ଼ି ମୁଖପାତ୍ର ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିଥିବାବେଳେ କଟକ ମେୟର ଭାବେ ନିର୍ବାଚିତ ହେବା ପରେ ସୁବାସ ସିଂ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଯାହାପରେ ଓଡିଶାରୁ ମୋଟ ୪ଟି ଆସନ ଖାଲି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri