ହେଭିଓ୍ବେଟ୍‌ ନେତାଙ୍କୁ ବ୍ରଜରାଜନଗର ଦାୟିତ୍ୱ ଦେଲା ବିଜେଡି

ଝାରସୁଗୁଡ଼ା ଅଫିସ,୧୬ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ଦେଇଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଉପନିର୍ବାଚନ ପରିଚାଳନା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁରୁଦାୟିତ୍ୱ ଦିଆଯାଇଛି। ଜିଲା ପର୍ଯ୍ୟବେକ୍ଷକ ସୁବାସ ସିଂ, ସହ ପର୍ଯ୍ୟବେକ୍ଷକ ବିଷ୍ଣୁ କେଡିଆ ରହିଛନ୍ତି। ସେହିପରି ବ୍ରଜରାଜନଗର ପୌରାଞ୍ଚଳରେ ମନ୍ତ୍ରୀ ପ୍ରତାପ ଜେନା, ଯୋଜନା କମିଶନ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ଦାୟିତ୍ୱ ଦିଆଯାଇଛି।

ବେଲପାହାଡ଼ ପୌରାଞ୍ଚଳ ପାଇଁ ମନ୍ତ୍ରୀ ସୁଶାନ୍ତ ସିଂ, ବିଧାୟକ ଅତନୁ ସବ୍ୟସାଚୀଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ବିଧାୟକ ଚନ୍ଦ୍ର ସାରଥୀ ବେହେରା କଣ୍ଢେଇକେଲା ଓ ରେମତା ପଞ୍ଚାୟତ ଦାୟିତ୍ୱ, ବିଧାୟକ ପ୍ରୀତିରଞ୍ଜନ ଘଡ଼େଇ, ଚାରପାଲି ଓ ପିଥିଣ୍ଡା, ବିଧାୟକ ରଜେନ୍ଦ୍ର କନକତୋରା ଓ ବାଦିମାଲ ଜିପି, ପୁଷ୍ପେନ୍ଦ୍ର ସିଂଦେଓଙ୍କୁ ଅତାବିରା ଓ ଭିକମପାଲି ପଞ୍ଚାୟତ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ପଞ୍ଚଗାଁ ଓ ପଲସଦା, ବିଧାୟକ ରୋହିତ ପୂଜାରୀଙ୍କୁ ମଚିଦା ଓ କତରବଗା ପଞ୍ଚାୟତ ଦାୟିତ୍ୱ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ ପୋଲ ପଥଚାରୀଙ୍କ ପାଇଁ ପାଲଟିଛି ମରଣଯନ୍ତା

ଚଣ୍ଡିଖୋଲ,୮ା୮(ଡି.ଏନ.ଏ): ଜାତୀୟ ରାଜପଥରେ କେନ୍ଦ୍ର ସରକାର ଟୋଲ ଗେଟ ସ୍ଥାପନ କରି ରାଜପଥ ପାଇଁ ଟୋଲ ଟିକସ ଆଦାୟ କରୁଥିଲାବେଳେ ଏହାର ମରାମତି ପାଇଁ ଆଦୌ...

ଲୋକନାଥ ମନ୍ଦିର ବେଢାରେ ୨ ଫୁଟର ପାଣି

ପୁରୀ ଅଫିସ, ୧୦।୯: ଶ୍ରୀଲୋକନାଥ ମନ୍ଦିର ବେଢାରେ ଜମିଛି ପ୍ରାୟ ୨ଫୁଟର ପାଣି। ଫଳରେ ପ୍ରଭୁ ଲୋକନାଥଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବା ଲାଗି ହଟହଟା...

ରବିଧାନ କିଣା ଦାବି: ଏକକାଳୀନ ୪ଟି ଜାଗାରେ ରାସ୍ତାରୋକୋ

ନୂଆପଡା ଅଫିସ,୧୭ା୬: ବର୍ତ୍ତମାନ ବର୍ଷାଋତୁ ପାଖେଇ ଆସୁଥିବାବେଳେ କାଳବୈଶାଖୀ ବର୍ଷାରେ ଭିଜି ମଣ୍ଡିରେ ପଡ଼ିଥିବା ଧାନ ସବୁ ଗଜା ହେବାରେ ଲାଗିଥିବାବେଳେ ମିଲର୍ସମାନେ କଟନି ଛଟନିଦାବିରେ...

ଗୁନ୍ଦିଆ-ଝାରସୁଗୁଡ଼ା ପାସେଞ୍ଜର ଟ୍ରେନ୍‌ ଇଞ୍ଜିନ୍‌ରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ

ଝାରସୁଗୁଡ଼ା ଅଫିସ,୧୮।୧୦:ଗୁନ୍ଦିଆରୁ ଝାରସୁଗୁଡ଼ା ଆସୁଥିବା ଜେଡି ନାମକ ୦୮୮୬୧ନଂ ପାସେଞ୍ଜର ଟ୍ରେନ୍‌ ମଙ୍ଗଳବାର ରାତି ସାଢେ ୮ଟାରେ ବ୍ରଜରାଜନଗର ରେଳଷ୍ଟେଶନର ୩ନଂ ପ୍ଲାଟଫର୍ମରେ ପହଞ୍ଚତ୍ବା ପରେ...

ସଂରକ୍ଷିତ ଜଙ୍ଗଲରେ କଲରାପତରିଆ ମୃତଦେହ ଠାବ

ଢେଙ୍କାନାଳ ଅଫିସ୍‌/ସାତମାଇଲ(ଡି.ଏନ୍‌.ଏ.), ୨୬।୧: ଜୈବ ବିବିଧତାରେ ଭରପୂର ଢେଙ୍କାନାଳ ଜିଲାରୁ କେବେଠାରୁ ଲୋପ ପାଇଯାଇଛନ୍ତି ମହାବଳ ବାଘ। ସଂରକ୍ଷିତ ଜଙ୍ଗଲରେ କଲରାପତରିଆ ବଂଶବୃଦ୍ଧି ଏହି ଅଭାବବୋଧକୁ...

୨ଜଣଙ୍କୁ କଚାଡ଼ି ମାରିଲା ହାତୀ

ସୁନ୍ଦରଗଡ଼,୨୯।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ସିଆଲଯୋର ଗ୍ରାମର ଚାଷୀ ଗୋବିନ୍ଦ ସା(୫୦) ଗୁରୁବାର ବିଳମ୍ବିତ ରାତିରେ ଧାନବିଲରୁ ହାତୀ ଘଉଡ଼ାଉ ଥିବାବେଳେ ହାତୀଟି ତାଙ୍କୁ...

ଛିଡ଼ା ହୋଇଥିବା ଟ୍ରକ୍‌କୁ ସାମ୍ନାରୁ ପିଟିଲା ଟ୍ରକ୍‌

ଭବାନୀପାଟଣା,୨୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା-ଜୁନାଗଡ଼ ଜାତୀୟ ରାଜପଥ ନଂ.୨୬ ରିଷିଗାଁ ରିଲାଏନ୍ସ ପେଟ୍ରୋଲପମ୍ଫ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ଏକ ୟୁକାଲିପଟାସ୍‌ ବୋଝେଇ ଟ୍ରକ ରାସ୍ତା...

ଫନୀରେ ଉଡିଥିଲା ବିଦ୍ୟାଳୟ ଛପର: ଗଛମୂଳେ ପାଠ ପଢୁଛନ୍ତି ଛାତ୍ରୀଛାତ୍ର

କାଳିଆପାଣି,୨୭ା୬(ଡି.ଏନ୍‌.ଏ.): ୨୦୧୬ ନଗଡା ଅପପୁଷ୍ଟି ଘଟଣାପରେ ନଗଡାର ବିକାଶ କ୍ଷେତ୍ରରେ ସରକାର ବହୁ ଯୋଜନା ପ୍ରଣୟନ କରିଛନ୍ତି। ଜୁଆଙ୍ଗ ଜନଜାତିଙ୍କ ସ୍ବାସ୍ଥ୍ୟ, ଶିକ୍ଷା, ପାନୀୟଜଳ, ଗମନାଗମନ...

Advertisement
Archives

Model This Week