ଭାଜପା ସରକାର ଉପରେ ବର୍ଷିଲେ ବିଜେଡିର ଆଗଧାଡ଼ି ନେତା, କହିଲେ…

ପାଟଣା,୮ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜେଡି କର୍ମକର୍ତ୍ତା ବୈଠକ ଶନିବାର ରାଜନଗର ମଠପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ବିଜୟ ନାୟକ, ମୁଖ୍ୟବକ୍ତା ଭାବେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବାବେଳେ ପୂର୍ବତନ କେନ୍ଦୁଝର ଏମ୍‌ପି ମାଧବ ସର୍ଦ୍ଦାର, ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ବିଜେଡି ନେତା ସତ୍ୟବ୍ରତ ନାଏକ, ଶତ୍ରୁଘ୍ନ ସିଂ,ଦୀପକ ରାଜ, ବସନ୍ତ ମିଶ୍ର, ଅଜୟ ପଟ୍ଟନାୟକ, ଝୁମ୍ପୁରା ବ୍ଲକ ଅଧ୍ୟକ୍ଷା ମାଳତୀ ନାଏକ, ଜିଲାପରିଷଦ ସଦସ୍ୟ ରୁନୁ ମହାନ୍ତ, ବୁଦ୍ଧଦେବ ମହାକୁଡ଼, ରାଧାକାନ୍ତ ନାୟକ, ସୌଭାଗ୍ୟ ମଞ୍ଜରୀ ନାଏକ, ବଡ଼ ପାଟଣା ସରପଞ୍ଚ ବିନତୀ ବାନାରା, ଏରେଣ୍ଡଇ ସରପଞ୍ଚ ପାର୍ବତୀ ଦେହୁରୀ, କପୁଣ୍ଡି ସମିତି ସଭ୍ୟ ବିଜୟ ପଇଦା ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରଶାନ୍ତ ଭଞ୍ଜ, ପୂର୍ବତନ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରମ୍ଭାବତୀ ଦେହୁରୀ, ସାହାରପଡ଼ା ବ୍ଲକ ବିଜେଡି ସଭାପତି ଦିଲ୍ଲୀପ ସାହୁଙ୍କ ସହ ବହୁ ଆଗଧାଡ଼ିର ନେତା ସାମିଲ ହୋଇ ରାଜ୍ୟରେ ଭାଜପା ସରକାର ଉପରେ ବର୍ଷିଥିଲେ। ବରିଷ୍ଠ ନେତା ଦୀପକ ରାଜ କାର୍ଯକ୍ରମ ସଂଯୋଜନା କରିଥିବାବେଳେ କୃଷ୍ଣଚନ୍ଦ୍ର ମହାପାତ୍ର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri