ନୟାଗଡ଼ ଅଫିସ,୨୬।୨: ନୟାଗଡ଼ ନିର୍ବାଚନ ମଣ୍ଡଳୀ ନୟାଗଡ଼ ସଦର ବ୍ଲକ ଗଦାଧର ପ୍ରସାଦ ପଞ୍ଚାୟତର ୧ ନମ୍ବର ୱାର୍ଡ଼ମେମ୍ବର ପ୍ରାର୍ଥୀ ସରୋଜିନୀ ପ୍ରଧାନ ବିଜୟୀ ହୋଇଛନ୍ତି। ଦଶପଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଲକର ୧୬ ନମ୍ବର ଜିଲା ପରିଷଦ ଜୋନ୍ରେ ଭାଜପା ପ୍ରାର୍ଥୀ ସାରାଣୀ ସେଠୀ ୧୦୦ ଭୋଟରେ ଆଗୁଆ।
ନୟାଗଡ଼ ଅଫିସ,୨୬।୨: ନୟାଗଡ଼ ନିର୍ବାଚନ ମଣ୍ଡଳୀ ନୟାଗଡ଼ ସଦର ବ୍ଲକ ଗଦାଧର ପ୍ରସାଦ ପଞ୍ଚାୟତର ୧ ନମ୍ବର ୱାର୍ଡ଼ମେମ୍ବର ପ୍ରାର୍ଥୀ ସରୋଜିନୀ ପ୍ରଧାନ ବିଜୟୀ ହୋଇଛନ୍ତି। ଦଶପଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଲକର ୧୬ ନମ୍ବର ଜିଲା ପରିଷଦ ଜୋନ୍ରେ ଭାଜପା ପ୍ରାର୍ଥୀ ସାରାଣୀ ସେଠୀ ୧୦୦ ଭୋଟରେ ଆଗୁଆ।
ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍ ଉପରେ ଜୋର୍ଦାର ଏୟାରଷ୍ଟ୍ରାଇକ୍ କରିଥିବା ବେଳେ କିଭ୍ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍ ଓଜନଦାର ଡ୍ରୋନ୍ ଯୋଗେ…
ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍ରେ ଭାରତୀୟ ବ୍ୟାଟର ଦମ୍ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…
ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…
ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…