ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ପ୍ରାର୍ଥୀ

ଚିତ୍ରକୋଣ୍ଡା,୧୩।୩(ଡି.ଏନ.ଏ): ମାଲକାନଗିରି ଜିଲା ପରିଷଦ ଅଧକ୍ଷ ଭାବେ ବିଜେଡି ପ୍ରାର୍ଥୀ ସମାରି ତାଙ୍ଗୁଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସମାରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଜୋନ ୨ର ଜିଲା ପରିଷଦ ବିଜେଡି ପ୍ରାର୍ଥୀ ଭାବରେ ବିଜୟ ହୋଇଥିଲେ। ଏଠାରେ ପ୍ରଥମଥର ଜିଲା ପରିଷଦ ଅଧକ୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପ୍ରଥମଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରୁ ମାଲକାନଗିରି ଜିଲା ପରିଷଦ ଅଧକ୍ଷ ନିମନ୍ତେ ପ୍ରାର୍ଥୀ ଦେଇ ମାଲକାନଗିରି ଜିଲା ବିକାଶ ତଥା ମୁଖ୍ୟତଃ ସ୍ବାଭିମାନ ଅଞ୍ଚଳ ବିକାଶର ଆଉ ଏକ ଫର୍ଦ ଯୋଡି ଦେଇଛନ୍ତି। ସେଥିପାଇଁ ଚିତ୍ରକୋଣ୍ଡା ତଥା ସ୍ବାଭିମାନ ଅଞ୍ଚଳବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ରାଜ୍ୟ ସଂଗଠକ ପ୍ରଣବ ପ୍ରକାଶ ଦାସଙ୍କୁ ସମାରି କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri