ଲକ୍ଷ୍ନୌ,୧୨।୪: ଉତ୍ତର ପ୍ରଦେଶର ବିଧାନ ପରିଷଦ (ଏମ୍ଏଲସି) ନିର୍ବାଚନରେ ଭାଜପାକୁ ବହୁମତ ମିଳିଛି। ୩୬ଟି ବିଧାନ ପରିଷଦ ଆସନରେ ଭାଜପା ୩୩ଟି ଆସନରେ ବିଜୟୀ ହୋଇଥିବାବେଳେ ସ୍ବାଧୀନ ୩ଟି ଆସନ ଜିତିଛି। ସମାଜବାଦୀ ପାର୍ଟି ଖାତା ଖୋଲିବାରେ ସକ୍ଷମ ହୋଇନାହିଁ। ଏହି ବଡ଼ ବିଜୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି।
ସେ ଟୁଇଟ୍ ଯୋଗେ କହିଛନ୍ତି,ଆଜି ଉତ୍ତରପ୍ରଦେଶର ସ୍ଥାନୀୟ ପ୍ରାଧିକରଣ ବିଧାନ ପରିଷଦ ନିର୍ବାଚନରେ ଭାଜପାର ବିଜୟ ପୁଣିଥରେ ସ୍ପଷ୍ଟ କରିଛି ଯେ ଆଦରଣୀୟ ପ୍ରଧାନମନ୍ତ୍ରୀଙ୍କ ଦକ୍ଷ ମାର୍ଗଦର୍ଶନ ତଥା ନେତୃତ୍ୱରେ ରାଜ୍ୟବାସୀ ଜାତୀୟତା, ବିକାଶ ଏବଂ ଉତ୍ତମ ଶାସନ ସହ ଅଛନ୍ତି।
ୟୁପି ବିଧାନ ପରିଷଦରେ ମୋଟ ୩୬ଟି ଆସନ ଅଛି। ଏଥିମଧ୍ୟରୁ ୯ ଜଣ ଭାଜପା ସଦସ୍ୟ ବିନା ପ୍ରତିଦ୍ୱନ୍ଦିତା କରି ପୂର୍ବରୁ ନିର୍ବାଚିତ ହୋଇସାରିଛନ୍ତି। ୨୭ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା।
ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍ରେ ବିକ୍ଷୋଭ
ଲଣ୍ଡନ,୧୦ା୬: ପାକ୍ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…
ଡିମେନ୍ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ
ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…
ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍ସିଲ୍ର ସିନିୟର ଆସିଷ୍ଟାଣ୍ଟ
ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍ସିଲ୍ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…
ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…
ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…
ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…
ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?
ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…
ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!
ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…
ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…
ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…
Archives

