ପିପିଲି ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ଭାଜପା: ଜାଣନ୍ତୁ କିଏ କିଏ ରହିଛନ୍ତି…

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପୁରୀ ଜିଲା ପିପିଲି ଉପନିର୍ବାଚନ ପାଇଁ ଏବେ ରାଜନୈତିକ ପାଣିପାଗ ସରଗରମ ହୋଇଛି । ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବାବେଳେ ପ୍ରମୁଖ ୩ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ ସରିଛି । ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପ୍ରଥମେ ଭାଜପା ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ସେହିପରି ଏବେ ୩ ଦଳ ମଧ୍ୟରୁ ଭାଜପା ବି ପ୍ରଥମେ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ତେବେ ଏହି ତାଲିକାରେ ରହିଛନ୍ତି…
ଭାଜପାର ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ପ୍ରଭାରୀ ଡି.ପୂରନ୍ଦେଶ୍ୱରୀ, ସହପ୍ରଭାରୀ ବିଜୟପାଲ ସିଂ ତୋମାର, ଜୁଏଲ ଓରାମ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ଉପନେତା ବିଷ୍ଣୁ ସେଠୀ, ବରିଷ୍ଠ ନେତା କେଭି ସିଂହଦେଓ, ବିଜୟ ମହାପାତ୍ର, ସମ୍ବିତ ପାତ୍ର,ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ବସନ୍ତ ପଣ୍ଡା, ସୁରେଶ ପୂଜାରୀଙ୍କ ସମେତ ବରିଷ୍ଠ ନେତା ପୃଥ୍ବୀରାଜ ହରିଚନ୍ଦନ, ଗୋଲକ, ଲେଖାଶ୍ରୀ, ପ୍ରକାଶ ମିଶ୍ର ପ୍ରମୁଖ ଉକ୍ତ ତାଲିକାରେ ସାମିଲ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଉପରାଷ୍ଟ୍ରପତି: ବିଶ୍ୱ କବି ମହାକୁମ୍ଭରେ ଯୋଗଦେଲେ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ସଂସ୍କାର ମାମଲା: ଉଚ୍ଛେଦ କାର୍ଯ୍ୟ ଆଇନ ଅନୁସାରେ କରିବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୧୭।୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୭୫ମିଟର ପରିଧିରେ ଉଚ୍ଛେଦ ପ୍ରସଙ୍ଗରେ ସମସ୍ତ କାମ ଆଇନ ଅନୁସାରେ କରିବାକୁ...

‘କ୍ଷୁଦ୍ର ଶିଳ୍ପକୁ ପ୍ରୋତ୍ସାହନ ଦେବା ଭଳି ପରିବେଶ କରାଯାଇନାହିଁ’

କଟକ ଅଫିସ, ୧୧ା୨: ବାଣିଜ୍ୟରେ ଓଡ଼ିଶାର ଇତିହାସ ହଜାର ବର୍ଷ ପୁରୁଣା। ସେହି ସମୟରେ ଅନ୍ୟ ରାଜ୍ୟଠାରୁ ଓଡ଼ିଶା ବାଣିଜ୍ୟ କ୍ଷେତ୍ରରେ ବହୁ ଆଗରେ ଥିଲା।...

କାଠ ଘରେ ପ୍ରାକୃତିକ ଶୀତତାପ ନିୟନ୍ତ୍ରଣ

ଦାରିଙ୍ଗବାଡ଼ି,୨୩।୧: ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକଙ୍କ ପସନ୍ଦ ହେଉଛି ପ୍ରାକୃତିକ ପଦ୍ଧତିରେ କରାଯାଇଥିବା ଟେଣ୍ଟ ହାଉସ୍‌ ବା ଶିବିର। ବର୍ତ୍ତମାନ ରାଜ୍ୟ ସରକାରଙ୍କ...

ଅଯୋଗ୍ୟ ଫେରାଇବେ କାଳିଆ ଟଙ୍କା

ଭୁବନେଶ୍ୱର,୨୫ା୭(ବ୍ୟୁରୋ): କାଳିଆ ଯୋଜନାରେ ଉପକୃତ ହିତାଧିକାରୀଙ୍କ ମଧ୍ୟରୁ ଅଯୋଗ୍ୟଙ୍କୁ ଖୁବ୍‌ଶୀଘ୍ର ବାଦ୍‌ ଦିଆଯିବ। ଯେଉଁ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହେବେ ସେମାନଙ୍କୁ ଟଙ୍କା ଫେରସ୍ତ କରିବା...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୫ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୮୮୭କୁ ବୃଦ୍ଧି

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୭୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଯାଜପୁରରୁ ସର୍ବାଧିକ ୨୫ଜଣ ଅଛନ୍ତି। ସେହିଭଳି ଗଞ୍ଜାମର ୧୯, କଟକର...

ଏମ୍‌ସିଆଇ ସ୍ଥାନରେ ଜାତୀୟ ମେଡିକାଲ କମିଶନ

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କେନ୍ଦ୍ର କ୍ୟାବିନେଟ୍‌ରେ ଜାତୀୟ ମେଡିକାଲ କମିଶନ ବିଲ୍‌ ୨୦୧୯କୁ ବୁଧବାର ଅନୁମୋଦନ ମିଳିଛି। ଏଣିକି ମେଡିକାଲ କାଉନସିଲ ଅଫ୍‌ ଇଣ୍ଡିଆ (ଏମସିଆଇ) ସ୍ଥାନରେ ଜାତୀୟ...

ଶହୀଦନଗର ଦୁର୍ଗାପୂଜା ସମିତି:ତୋରଣରେ ଲକ୍ଷ୍ନୌ ରାଜପ୍ରାସାଦ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ଶାରଦୀୟ ଦୁର୍ଗାପୂଜା ପ୍ରସ୍ତୁତିରେ ନିଜକୁ ସାମିଲ କରିଛି ଭୁବନେଶ୍ୱରର ଅନ୍ୟତମ ପ୍ରମୁଖ ପୂଜାମଣ୍ଡପ ଶହୀଦନଗର। ଶହୀଦନଗର ଦୁର୍ଗାପୂଜା ସମିତି ପକ୍ଷରୁ ଏବେ ସୁଦ୍ଧା ମା’ଙ୍କ ମୃଣ୍ମୟୀ...

Advertisement


Archives

Model This Week