ରେକର୍ଡ ଭାଙ୍ଗିବାରେ ଲାଗିଛି ବିଜେଡି

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ଯେତେ ଶେଷ ହୋଇ ଆସୁଛି ବିଜେଡି ସେତେ ଆଗେଇ ଚାଲିଛି । ୨୦୧୨ ପଞ୍ଚାୟତ ନିର୍ବାଚନରେ ବିଜେଡି ପାଇଥିବା ସଫଳତାର ରେକର୍ଡକୁ ନିଜେ ଭାଙ୍ଗି ସାରିଛି । ସାରା ରାଜ୍ୟର ବିଜେଡିକୁ ଜନ ସମର୍ଥନ ମିଳିଛି।
ବର୍ତ୍ତମାନ ସୁଦ୍ଧା ୮୫୨ ଜିଲା ପରିଷଦ ଜୋନରୁ ୮୫୧ ଜୋନର ଫଳାଫଳ ଆସୁଛି । ୭୬୨ ଜୋନରେ ବିଜେଡି ଆଗରେ ଚାଲିଛି । ଏଥିମଧ୍ୟରୁ ୫୪୩ ଆସନରେ ବିଜେଡି ବିଜୟ ବାନା ଉଡାଇ ସାରିଛି । ବାକି ଆସନରେ ବିଜେଡି ପ୍ରତିପକ୍ଷଙ୍କଠାରୁ ବହୁ ଆଗରେ ଚାଲିଛି । ଅନ୍ୟପକ୍ଷରେ ଦୁଇ ଜାତୀୟ ଦଳ ଭାଜପା ଓ କଂଗ୍ରେସ ହାପ ସେଞ୍ଚୁରୀ ମାରିବାକୁ ମଧ୍ୟ ସକ୍ଷମ ହୋଇନାହାନ୍ତି । ୨୦୧୭ ନିର୍ବାଚନରେ ଅପ୍ରତ୍ୟାଶିତ ସଫଳତା ପାଇ ୨୫୦ରୁ ଜିଲାପରିଷଦ ଜୋନ ଜିତିଥିବା ଭାଜପା ବହୁ ପଛରେ ପଡିଯାଇଛି। ବର୍ତ୍ତମାନ ସୁଦ୍ଧା ଭାଜପା ୩୧ଟି ଆସନରେ ବିଜୟୀ ହୋଇଥିବା ବେଳେ ୧୫ଟି ଆସନରେ ଆଗରେ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା : ଶେଷ ପର୍ଯ୍ୟାୟରେ ରଥଚକ କାମ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରାକୁ ଆଉ ମାତ୍ର ୧୦ ଦିନ ରହିଛି । ଏବେ ରଥ ଖଳାରେ କାମ ଜାରି ରହିଛି। ରଥର...

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଆଇଆଇସି

ନରସିଂହପୁର,୭ା୨(ଡି.ଏନ୍‌.ଏ.): ଲାଞ୍ଚ ନେଉଥିବା ବେଳେ ସୋମବାର ଧରା ପଡ଼ିଛନ୍ତି କଟକ ଜିଲା ନରସିଂହପୁର ଥାନା ଆଇଆଇସି ଅଲେଖ ଗରଡିଆ। ସେ ୨୦ ହଜାର ଟଙ୍କା ଲାଞ୍ଚ...

ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବା ଆଶା ମଉଳିଲା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଚଳିତ ମାସ ତୃତୀୟ ସପ୍ତାହରେ ବିମାନ ଉଡ଼ାଣ କରିବ ବୋଲି ଯେଉଁ ଆଶା ରହିଥିଲା ତାହା...

ଦୈନିକ ଦୁଇଟି କ୍ଲାସ୍‌ ନେବେ ପ୍ରଧାନ ଶିକ୍ଷକ

ଭୁବନେଶ୍ୱର,୬।୪(ବ୍ୟୁରୋ):  ଏଣିକି ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନେ ଦୈନିକ ଦୁଇଟି ଲେଖା କ୍ଲାସ ନେଇ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢାଇବେ। ଏହା ଏଥର ବାଧ୍ୟତାମୂଳକ ବୋଲି ବିଦ୍ୟାଳୟ...

ବ୍ରହ୍ମପୁରରେ ଏଆର୍‌ଟିଓ ଅଫିସ ଖୋଲିବା ଦାବି

ବ୍ରହ୍ମପୁର ଅଫିସ,୧୭ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ପୋଲିସ ଏବେ ଜୋର୍‌ଦାର ଚେକିଂ କରୁଛି। ନିୟମ ଉଲ୍ଲଂଘନ କରୁଥିବା ଗାଡି ଚାଳକଙ୍କଠାରୁ ଜରିମାନା ଆଦାୟ...

ବ୍ରାଣ୍ଡ୍‌ ଓଡ଼ିଶାର ପ୍ରସାର ପାଇଁ ନୂଆ ଅଭିଯାନ:ଓଡ଼ିଶା ନୁହେଁ…ଓଡ଼ିଶା ଆଃ

ଭୁବନେଶ୍ୱର,୨୦-୯(ବ୍ୟୁରୋ):ପ୍ରଥମେ ‘ଓଡ଼ିଶା ବାଇ ମର୍ର୍ନିଂ, ହକି ବାଇ ଇଭିନିଂ’। ଆଉ ଏବେ ‘ଓଡ଼ିଶା ଆଃ’। ରାଜ୍ୟ ଏବଂ ଦେଶ ବାହାରେ ବ୍ରାଣ୍ଡ୍‌ ଓଡ଼ିଶାର ପ୍ରମୋଶନ ପାଇଁ...

ରାଜ୍ୟରେ ସୁସ୍ଥ ହେଲେ ୩୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨।୧୨: ରାଜ୍ୟରେ ମଙ୍ଗଳବାର ୩୮୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି ୭୧ ଜଣ। ଖୋର୍ଦ୍ଧରୁ ୩୮, ଅନୁଗୁଳରୁ ୩୭,...

ଝୁଲି ରହିଛି ୩ କଏଦୀଙ୍କ ଓଡ଼ିଶା ସ୍ଥାନାନ୍ତର ନିଷ୍ପତ୍ତି

ତ୍ରିନାଥ ମହାନ୍ତି ଭୁବନେଶ୍ୱର, ୬ା୫(ବ୍ୟୁରୋ): କେତେକ ମାମଲାରେ ୩ଜଣ ଓଡ଼ିଆ କଏଦୀ ଏବେ ତାମିଲନାଡୁ ଜେଲରେ ଅଛନ୍ତି। ସେମାନେ ଓଡ଼ିଶା ସ୍ଥାନାନ୍ତର ପାଇଁ ବାରମ୍ବାର ଆବେଦନ...

Advertisement
Archives

Model This Week