ରାଞ୍ଚତ୍, ୯ା୮: ଝାଡ଼ଖଣ୍ଡର ରାଞ୍ଚତ୍ ଜିଲାରେ ନଦୀରେ ଗାଧୋଉଥିବା ମହିଳାମାନଙ୍କ ଭିଡିଓ ପ୍ରସ୍ତୁତ କରୁଥିବା ଜଣେ ଯୁବକଙ୍କୁ ଭାଜପା ନେତା ତଥା ପୂର୍ବତନ ବିଧାୟକ ଦେବେନ୍ଦ୍ର କୁନ୍ଓ୍ବାର ଉଠ୍ବସ୍ କରାଇବା ସହ ଗୋଇଠା ମାରି ଛେପ ଚଟାଇଥିଲେ। ଗତ ୬ ତାରିଖରେ ଏହି ଘଟଣା ଘଟିଥିବାବେଳେ ମାଡ଼ ମାରିବା ସମୟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ କହିଛି। ପୀଡ଼ିତ ଯୁବକ ତୌସିଫଙ୍କ ଘର ଡୁମ୍କା ଜିଲା ସାଧୁଡିହ ଗ୍ରାମରେ। ଭାଜପା ନେତା ଗୋଇଠା ମାରିଥିବା ସ୍ବୀକାର କରିଛନ୍ତି। ସେ ଦଣ୍ଡ ଦେଇ ନ ଥିଲେ ଉତ୍ତ୍ୟକ୍ତ ଲୋକେ ମାଡ଼ ମାରିଥାନ୍ତେ ଓ ଯୁବକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଥାନ୍ତା ବୋଲି ଭାଜପା ନେତା କହିଛନ୍ତି।
T20 ବିଶ୍ୱକପ୍ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା
ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍ରେ ଅଷ୍ଟ୍ରେଲିଆକୁ…
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…
ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ
ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…
ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର
ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS
ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
Archives

