ଧାରଣାରୁ ଉଠିଲେ ଭାଜପା ବିଧାୟକ, କହିଲେ ରାଜ୍ୟପାଳଙ୍କୁ ଭେଟିବୁ

ଭୁବନେଶ୍ୱର,୪।୪(ବ୍ୟୁରୋ): ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଶନିବାରଠାରୁ ଧାରଣାରେ ବସିଥିବା ଭାଜପା ବିଧାୟକମାନେ ରବିବାର ଉଠିଛନ୍ତି। ଆଜି ସକାଳେ ଭାଜପା ସହପ୍ରଭାରୀ ବିଜୟପାଲ ସିଂ ତୋମାର ଭେଟିବା ପରେ ସେମାନେ ଧାରଣାରୁ ଉଠିଥିଲେ। ସମଗ୍ର ଘଟଣା ପାଇଁ ବାଚସ୍ପତିଙ୍କୁ ଦାୟୀ କରିଛନ୍ତି ପ୍ରଦୀପ୍ତ ନାୟକ। ଏହାସହ ରାଜ୍ୟପାଳଙ୍କୁ ଭେଟି ଅଭିଯୋଗ କରିବା ସହ ବିନା ଆଲୋଚନାରେ ପାରିତ ହୋଇଥିବା ବିଲକୁ ମଞ୍ଜୁର ନ ଦେବାକୁ ରାଜ୍ୟପାଳଙ୍କୁ ଅନୁରୋଧ କରିବୁ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ଭାଜପା ବିଧାୟକମାନେ ଅଭିଯୋଗ କରିଥିଲେ ଯେ, ବିରୋଧୀ ଦଳର ନେତାଙ୍କୁ ବିଧାନସଭାରେ କହିବାକୁ ସୁଯୋଗ ନ ଦେଇ ବାଚସ୍ପତି ଅଗଣତାନ୍ତ୍ରିକ କାର୍ଯ୍ୟ ସହ ପକ୍ଷପାତିତା କରୁଛନ୍ତି। ଏହାକୁ ବିରୋଧ କରି ସେମାନେ ବିଧାନସଭା ଗାନ୍ଧି ମୂର୍ତ୍ତି ତଳେ ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିକେଙ୍କ ବିଜୟଠୁ ଭାଜପାର ହାର୍‌ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri