ଦଳିତମାନଙ୍କ ଉପରେ ବାରମ୍ବାର ଆକ୍ରମଣର ପ୍ରତିବାଦ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଭାଜପା

ଛତ୍ରପୁର,୧୨ା୮(ଡି.ଏନ୍‌.ଏ.): ବିଜେଡି ନେତା ଓ କର୍ମୀମାନଙ୍କ ଦ୍ୱାରା ଦଳିତମାନଙ୍କ ଉପରେ ବାରମ୍ବାର ଆକ୍ରମଣ, ପୋଲିସର କାର୍ଯ୍ୟାନୁଷ୍ଠାନ ଶୂନ ରହିବା ନେଇ ରାଜ୍ୟ ଭାଜପା ଅନୁସୂଚିତ ମୋର୍ଚ୍ଚା ପକ୍ଷରୁ ନିନ୍ଦା କରାଯାଇଛି ା ଏହାର ପ୍ରତିବାଦରେ ଗୁରୁବାର ଛତପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ ସହ ଏହା ସମ୍ମୁଖରେ ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗଞ୍ଜାମ ଜିଲା ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ପ୍ରଶାନ୍ତ କୁମାର କରଙ୍କ ନେତୃତ୍ୱରେ ଜିଲା ଲିଗାଲ ସେଲ୍‌ର ଆବାହକ ପ୍ରଦୀପ କୁମାର ପାଢୀ, ମଣ୍ଡଳ ସଭାପତି ପଦ୍ମ ଚରଣ ସାହୁ, କୀର୍ତ୍ତନ ଦାସ, ସଞ୍ଜିତ ରାଉଳ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲଙ୍କଠାରୁ ୨ ଲକ୍ଷ ଲୁଟି ନେଲେ ଦୁର୍ବୃତ୍ତ

ବୌଦ୍ଧ, ୨୪।୧(ସ୍ବ.ପ୍ର): ବୌଦ୍ଧ ସହରରେ ଲୁଟପାଟ ଏକ ନିତିଦିନିଆ ଘଟଣା ପାଲଟିଛି ା କେତେବେେଳେ ଦୁର୍ବୁତ୍ତ ରାସ୍ତା ଉପରୁ ଲୁଟ କରୁଥିବା ବେଳେ ଆଉ କେତେବେଳେ...

କୋଇଲା ଚୋରି ମାମଲା: ଗାଡି ଚାଳକ, ହେଲପର ଓ କ୍ରେତା ଦଣ୍ଡିତ

କେନ୍ଦୁଝର, ୨୪ା୧୦ (ସ୍ବ.ପ୍ର.)-କୋଇଲା ଚୋରି କରି ଅନ୍ୟ ଜଣଙ୍କୁ ବିକିଥିବା ଟ୍ରକ ଚାଳକ ଓ ହେଲପରଙ୍କ ସମେତ କୋଇଲା କିଣିଥିବା ଜଣେ ଇଟା କାରଖାନା ମାଲିକଙ୍କୁ...

ଦନ୍ତାହାତୀର ମୃତଦେହ ଠାବ

ନୀଳଗିରି,୧୮ା୭(ସ୍ବ.ପ୍ର.): ବାରାଗଡ଼ିଆ ଗାଁରେ ଜଣେ ବ୍ୟକ୍ତିଙ୍କ ବାଡ଼ି ପଛପଟେ ଦନ୍ତାହାତୀର ମୃତ୍ୟୁ ହୋଇଛି। ତେବେ ଦନ୍ତା ମୃତ୍ୟୁର କାରଣ ଅସ୍ପଷ୍ଟ। ଘଟଣାସ୍ଥଳରେ ବନବିଭାଗ ଜଗିରହିଛି। ବାଲେଶ୍ୱର...

୫ଦିନ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ, ୧୧।୧: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବୁଧବାରଠାରୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ବନବିଭାଗର ଯଶିପୁର କାଳିଆଣି ଓ ପିଠାବଟାର...

କୁକୁରକୁ ବଳିଦେଇ ରକ୍ତ ପିଇଲେ ୫ଶିଶୁ

ବଲାଙ୍ଗୀର ଅଫିସ,୧।୩: ପରମ୍ପରା ନାଁରେ ପଶୁବଳି ଦିଆଯିବା ଘଟଣା ଶିଶୁ ମାନସିକତା ଉପରେ କିଭଳି କୁପ୍ରଭାବ ପକାଇଥାଏ ତାହା ବଲାଙ୍ଗୀର ଜିଲା ସଦର ଥାନା ଅନ୍ତର୍ଗତ...

ଦଉଡ଼ି ସାଜିଛି ନଦୀପାର ମାଧ୍ୟମ

କୋଟଗଡ,୧୪ା୧୦(ଡି.ଏନ.ଏ.): କନ୍ଧମାଳ ଜିଲାରେ ଏଭଳି କେତେକ ସ୍ଥାନ ଅଛି ଯେଉଁଠି କି ବର୍ତ୍ତମାନ ପର୍ଯ୍ୟନ୍ତ ପୋଲ କିମ୍ବା ଭଲ ରାସ୍ତାଖଣ୍ଡେ ନାହିଁ। ଫଳରେ ଲୋକେ ଯାତାୟାତରେ...

ବରଗଡ଼ରେ ସ୍କ୍ରବ ଟାଇଫସ ଆତଙ୍କ : ୨ସପ୍ତାହରେ ୫ମୃତ

ବରଗଡ ୧୨।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାରେ ସ୍କ୍ରବ ଟାଇଫସ ରୋଗ ଏବେ ଆତଙ୍କ ଖେଳାଇ ଦେଇଛି। ଜିଲାରେ ଗତ ୨ସପ୍ତାହ ମଧ୍ୟରେ...

କେନ୍ଦୁଜିଆଣି ପଞ୍ଚାୟତକୁ ୭୨ ଘଣ୍ଟା ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଠାକୁରମୁଣ୍ଡା,୫ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ କେନ୍ଦୁଜିଆଣି ପଞ୍ଚାୟତରେ କରୋନା ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସ୍ଥାନୀୟ...

Advertisement
Archives

Model This Week