ଉଦ୍‌ଯାପିତ ହେଲା ଭାଜପା ପ୍ରଶିକ୍ଷଣ ଶିବିର

କୁଆଁରମୁଣ୍ଡା,୧୪।୧୨(ଡି.ଏନ.ଏ.) ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ବ୍ଲକ ଯମୁନାନାକି କମ୍ୟୁନିଟି ସେଣ୍ଟର ପରିସରରେ ଚାଲିଥିବା ଭାଜପାର ଦୁଇଦିନିଆ ପ୍ରଶିକ୍ଷଣ ଶିବିର ରବିବାର ଉଦ୍‌ଯାପିତ ହୋଇଯାଇଛି ା ପୂର୍ବତନ ଭାଜପା ଜିଲା ସଭାପତି ଜଗବନ୍ଧୁ ବେହେରା ଶିବିରକୁ ଉଦ୍‌ଘାଟନ କରିଥିଲେ। ଏଥିରେ ସଞ୍ଜୀବ ପ୍ରତାପ ସିଂଦେଓ, ଜିଲା ଉପସଭାପତି ତପନ କୁମାର ସ୍ବାଇଁ, କୁଆଁରମୁଣ୍ଡା ମଣ୍ଡଳ ସଭାପତି ଦିଲ୍ଳୀପ କୁମାର ପଟେଲ, ଜିଲା ସମ୍ପାଦକ ଶଙ୍କର ପୂଝାରୀ ପ୍ରମୁଖ ଉପସ୍ଥିତ ରହି ପ୍ରଶିକ୍ଷଣ ପ୍ରଦାନ କରିଥିଲେ ା ୨ଶହରୁ ଊର୍ଦ୍ଧ୍ୱ ମହିଳା/ପୁରୁଷ ଓ ଯୁବବର୍ଗ ପ୍ରଶିକ୍ଷାର୍ଥୀ ଉପସ୍ଥିତ ରହି ପ୍ରଶିକ୍ଷଣ ଗ୍ରହଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ପରିବହନକୁ ନେଇ ଗୋଷ୍ଠୀ ସଂଘର୍ଷ; ମରଣାତ୍ମକ ଆକ୍ରମଣରେ ୪ରୁ ଅଧିକ ଗୁରୁତର

ସୁନ୍ଦରଗଡ଼,୪।୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିରି ଥାନା ଅନ୍ତର୍ଗତ ଗର୍ଜନବାହାଲ କୋଇଲା ଖଣିରେ ଗୁରୁବାର ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗାଡ଼ି ଧାଡ଼ିରେ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri