ବିଭିନ୍ନ ସମସ୍ୟା ନେଇ ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଆନ୍ଦୋଳନ

ଭଦ୍ରକ ଅଫିସ,୩୦।୭: ଭଦ୍ରକ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଜିଲା ସବ୍‌-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ସମସ୍ୟାକୁ ନେଇ ଆନ୍ଦୋଳନ କରାଯାଇଛି। ଦୀର୍ଘ ଦିନ ଧରି ଜିଲାରେ ସ୍ଥାୟୀ ସବ୍‌-ରେଜିଷ୍ଟ୍ରାର ନ ଥିବାରୁ ଜମିଜମା ବିକ୍ରି ଓ କ୍ରୟ କରିବା ପାଇଁ ଆସୁଥିବା ଅନେକ ଲୋକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପକ୍ଷରେ ୨୦୦ରୁ ଅଧିକ ଲୋକ ଦଲିଲ ପାଇଁ ଆସୁଥିବା ବେଳେ, ସେମାନଙ୍କ ପାଇଁ ପାନୀୟ ଜଳ ବ୍ୟବସ୍ଥା, ପାର୍କିଂ, ପରିସ୍ରାଗାର, ବସିବା ପାଇଁ ବ୍ୟବସ୍ଥା ନ ଥିବାରୁ ଅନେକ ଲୋକ ଅସୁବିଧାର ସମ୍ମୁଖୀନ ହେଉଥିଲା ବେଳେ, ବିଶେଷ କରି ବର୍ଷା ଦିନରେ ଜଳ ନିଷ୍କାସନ ପାଇଁ ଡ୍ରେନେଜ ନ ଥିବାରୁ, ଲୋକେ ଆଣ୍ଠୁଏ ଆଣ୍ଠୁଏ ପାଣିରେ ପଶି କାର୍ଯ୍ୟାଳୟକୁ ଆସୁଥିବା ବାରମ୍ବାର ଅଭିଯୋଗ ହେଉଛି। ଏଥି ପ୍ରତି ଜିଲାପ୍ରଶାସନ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ କରି ଆନ୍ଦୋଳନ କରାଯାଇଛି ବୋଲି କହିଛନ୍ତି ଭାଜପା ଯୁବମୋର୍ଚ୍ଚା ସଭାପତି ବିକାଶ ଶ୍ରେଷ୍ଠ କହିଛନ୍ତି। ଯଦି ଆଗାମୀ ଦିନରେ ସମସ୍ୟାର ସମାଧାନ ନ ହୁଏ,ଆନ୍ଦୋଳନ ତୀବ୍ରତର ହେବ ବୋଲି ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri