୯ରେ ବିଧାନସଭା ଘେରାଉ କରିବ ଭାଜପା ଯୁବମୋର୍ଚ୍ଚା

ଭୁବନେଶ୍ବର,୮।୧୨(ବ୍ୟୁରୋ): ଭାଜପା ଯୁବମୋର୍ଚ୍ଚା ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ । ମମିତା ମେହେରଙ୍କୁ ନ୍ୟାୟ ଦେବା ଦାବିରେ ଏଭଳି ପ୍ରତିବାଦ କରାଯିବ। ଆନ୍ଦୋଳନରେ ଓଡ଼ଶାର କୋଣ ଅନୁକୋଣରୁ ହଜାର ହଜାର ଯୁବ ଭାଜପା କର୍ମୀ ଯୋଗଦେବେ । ଯେପର୍ଯ୍ୟନ୍ତ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଏବଂ ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ ପାଇଁ ସରକାର ନିର୍ଦ୍ଦେଶ ଦେଇନାହାନ୍ତି, ଭାଜପା ଆନ୍ଦୋଳନ ଜାରି ରଖିବ ବୋଲି ରାଜ୍ୟ ଭାଜପା ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri