ରୂପା ଛାଉଣିରେ ଝଲସୁଛି କଳାହାଟ ଦ୍ୱାର

ପୁରୀ ଅଫିସ,୧୨।୭ ଶ୍ରୀମନ୍ଦିର ଜଗମୋହନରୁ ଗର୍ଭଗୃହକୁ ସଂଯୋଗ କରୁଥିବା କଳାହାଟ ଦ୍ୱାରରେ ରୂପା ଛାଉଣି ହୋଇଛି । ରୂପା ଚାଦର ବିଛାଯିବା ପରେ କଳାହାଟ ଦ୍ୱାର ମହାପ୍ରଭୁଙ୍କୁ ଅପେକ୍ଷା କରିଛି । ରୂପା ଚାଦର ଦ୍ୱାରା ଜଗମୋହନ ଆଉ ଗର୍ଭଗୃହ ଝଲସି ଉଠୁଛି । ମୁମ୍ବାଇର ଜଣେ ଦାତାଙ୍କ ରୂପାରେ ମହାପ୍ରଭୁଙ୍କ କଳାହାଟ ଦ୍ୱାର ସମେତ ଅନ୍ୟ ସାତଟି ଦ୍ୱାରରେ ଏକ ବର୍ଷ ମଧ୍ୟରେ ରୂପା ଚାଦର ଆବରଣ କରାଯାଇଛି । ଏହି ଦ୍ୱାରରେ ମୋଟ ଆଠଟି ରୁପା ପ୍ଳେଟର ଆସ୍ତରଣ ପଡିଛି । ପାଖାପାଖି ଏଥିରେ ୫୦୦ କିଲୋର ରୁପା ଚାଦର ବିନିଯୋଗ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁସଲମାନ ବୋଲି ହେଲାନି ଡାଏଲିସିସ୍‌, ଚାଲିଗଲା ଜୀବନ

କଟକ ଅଫିସ୍‌,୩୦।୪: ମୁସଲମାନ ହୋଇଥିବା ଯୋଗୁ ଜଣେ କିଡ୍‌ନୀ ରୋଗୀଙ୍କୁ ଡାଏଲିସିସ୍‌ କରିବାକୁ ବୁଧବାର କଟକର ଏକ ଘରୋଇ ହସ୍‌ପିଟାଲ୍‌ କର୍ତ୍ତୃପକ୍ଷ ମନାକରି ଦେଇଥିଲେ। ପରେ...

ଦନ୍ତାହାତୀର ମୃତଦେହ ଠାବ

ନୀଳଗିରି,୧୮ା୭(ସ୍ବ.ପ୍ର.): ବାରାଗଡ଼ିଆ ଗାଁରେ ଜଣେ ବ୍ୟକ୍ତିଙ୍କ ବାଡ଼ି ପଛପଟେ ଦନ୍ତାହାତୀର ମୃତ୍ୟୁ ହୋଇଛି। ତେବେ ଦନ୍ତା ମୃତ୍ୟୁର କାରଣ ଅସ୍ପଷ୍ଟ। ଘଟଣାସ୍ଥଳରେ ବନବିଭାଗ ଜଗିରହିଛି। ବାଲେଶ୍ୱର...

ଧରା ପଡିଲା ପିଡିଏସ୍‌ ସାମଗ୍ରୀ କଳା ବଜାର

ରାଉରକେଲା ଅଫିସ,୧ା୪: ଲକ୍‌ ଡାଉନ ଭଳି ଦୁର୍ଦ୍ଦିନ ସମୟରେ ସରକାର ଖାଉଟିଙ୍କୁ ୩ ମାସର ଆଗୁଆ ଖାଉଟି ସାମଗ୍ରୀ ଯୋଗାଇ ଦେଇଥିବା ବେଳେ ଏହାକୁ କେତେକ...

ଗହୀରମଥାରେ ୫୪୦ ଡଲ୍‌ଫିନ୍‌

ରାଜନଗର, ୩୧ା୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଚଳିତବର୍ଷ ଡଲ୍‌ଫିନ୍‌ଙ୍କ ସଂଖ୍ୟା ଆଶାତୀତ ବୃଦ୍ଧି ପାଇଥିବା ରିପୋର୍ଟ ବନ ବିଭାଗ ପକ୍ଷରୁ ବୁଧବାର...

୪ ମାସ ପରେ ହୋଇଥାନ୍ତା ବାହାଘର: ପ୍ରେମିକାଙ୍କୁ ଅପହରଣ ପରେ ହତ୍ୟା କଲେ ପ୍ରେମିକ

ବ୍ରହ୍ମଗିରି,୨୫ା ୦୭(ଡି.ଏନ.ଏ): ପ୍ରଥମେ ପ୍ରେମ। ତା’ପରେ ପ୍ରତାରଣା କରି ଶେଷରେ ପ୍ରେମିକାକୁ ଅପହରଣ କରି ହତ୍ୟା କରିଛି ପ୍ରେମିକ। ସମସ୍ତ ପ୍ରମାଣକୁ ଲୁଚାଇବାକୁ ଯାଇ ଗାଁଠାରୁ...

ମୋ ସରକାର ଅଭିଯୋଗ ସେଲ୍‌ ଉଦ୍‌ଘାଟିତ

ଛତ୍ରପୁର,୧ା୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ମୋ ସରକାର ଅଭିଯୋଗ ଶୁଣାଣି ସେଲ୍‌ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମଙ୍ଗଳବାର ଅପରାହ୍ନରେ ଛତ୍ରପୁର ଏନ୍‌ଏସିରେ ଅନୁଷ୍ଠିତ...

ଶ୍ରୀମନ୍ଦିରକୁ ୨୧ କିଲୋ ରୁପା ଦାନ କଲେ ଶିବ

ପୁରୀ ଅଫିସ,୪।୧: ଭୁବନେଶ୍ୱର ନିବାସୀ ଶିବପ୍ରସାଦ ପଣ୍ଡା ଓ ତାଙ୍କ ପରିବାର ରବିବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୨୧ କିଲୋଗ୍ରାମ ରୁପା ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ...

ପ୍ରଥମ ବର୍ଷାରେ ଧୋଇଗଲା ମାଟି: ବିଜୁ ଏକ୍ସପ୍ରେସ୍‌ ଓ୍ବେରେ ବିରାଟ ଗର୍ତ୍ତ

କୋକସରା,୧୨।୭(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ଯୋଜନା ମଧ୍ୟରେ ପଶ୍ଚିମାଞ୍ଚଳର ଅନେକ ଜିଲ୍ଲାକୁ ଯୋଡୁଥିବା ବିଜୁ ଏକ୍ସପ୍ରେସ ୱେ ଏକ ବୃହତ ଯୋଜନା। କଳାହାଣ୍ଡି ଜିଲାର ଶେଷ ସୀମା...

Advertisement
Archives

Model This Week