‘ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ମୁଖ୍ୟ ଲକ୍ଷ୍ୟ’

ଦାରିଙ୍ଗବାଡି, ୧୧୧୧ (ଅରୁଣ ସାହୁ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ମଙ୍ଗଳବାର ବ୍ଲକସ୍ତରୀୟ ସର୍ଗିଫୁଲ ମହୋତ୍ସବ ଉଦଯାପିତ ହୋଇଯାଇଛି ଏଥିରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ  ବିଶ୍ୱଜିତ ଜାଲିଙ୍କ ତତ୍ୱାବଧାନରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାଶଙ୍କର ସାମନ୍ତରାୟଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ ଯୋଗଦେଇଥିଲେ ଅନ୍ୟ ଅତିଥିଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ସିଡିପିଓ ସଂନ୍ଧ୍ୟାରାଣୀ ପଣ୍ଡା, ବିଦ୍ୟାଳୟର ଇନଚାର୍ଜ ପ୍ରିନ୍ସପାଲ ସୋନାଲିକା ପୃଷ୍ଟି ପ୍ରମୁଖ ଯୋଗଦାନ କରିଥିଲେ ଏହି ଅବସରରେ ଛାତ୍ରୀଛାତ୍ରମାନଙ୍କ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା କୃତି ଛାତ୍ରୀଛାତ୍ରମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କାର, ମାନପତ୍ର ବଣ୍ଟନ କରାଯାଇଥିଲା ମହୋତ୍ସବରେ ଛାତ୍ରୀଛାତ୍ରମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି ବକ୍ତୃତା, ଚିତ୍ରାଙ୍କନ, ଏକକ ଅଭିନୟ, ସଙ୍ଗୀତ, ନୃତ୍ୟ ସମେତ ବିଭିନ୍ନ ପ୍ରତିଯୋଗିତା କରାଯାଇଛି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ଏହି କାର୍ଯ୍ୟକ୍ରମ ପ୍ରତିବର୍ଷ କରାଯାଉଛି ବ୍ଲକସ୍ତରରେ ଯେଉଁମାନେ କୃତିତ୍ୱ ଅର୍ଜନ କରିବେ ସେମାନେ ଜିଲ୍ଲା ସର୍ଗିଫୁଲ ମହୋତ୍ସବ ରେ ଯୋଗଦେଇ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ସେଠାରେ କୃତିତ୍ୱ ହୋଇଥିବା ଛାତ୍ରୀଛାତ୍ର ମାନେ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବାର ସୁଯୋଗ ମିଳିବ ବୋଲି କୁହାଯାଇଛି ଉଦଯାପନୀ ସଂନ୍ଧ୍ୟାରେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲାଯେଉଁ ପ୍ରତିଯୋଗୀ ଏହି ଦଳଗତ ନୃତ୍ୟ ରେ କୃତିତ୍ୱ ଅର୍ଜନ କରିବେ ସେମାନେ ଜିଲ୍ଲାସ୍ତରୀୟ ସର୍ଗିଫୁଲ ମହୋତ୍ସବ ରେ ଯୋଗଦାନ କରିବେ ବୋଲି କୁହାଯାଇଛି

ସୂଚନାଯୋଗ୍ୟ, ଉକ୍ତ ମହୋତ୍ସବକୁ ମଙ୍ଗଳବାର ପୂର୍ବାହ୍ନରେ ଦାରିଙ୍ଗବାଡି ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ ଯୋଗଦେଇ ଉଦଘାଟନ କରିଥିଲେ ଉଦଘାଟନୀ ଉତ୍ସବ ରେ ମହୋତ୍ସବ ର ଆବାହକ ତଥା ଗୋଷ୍ଠି ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି, ପ୍ରଧାନ ଶିକ୍ଷକ ଉମାଶଙ୍କର ସାମନ୍ତରାୟ, ବିଦ୍ୟାଳୟର ଇନଚାର୍ଜ ପ୍ରିନ୍ସପାଲ ସୋନାଲିକା ପୃଷ୍ଟି ଯୋଗଦେଇ ଛାତ୍ରୀଛାତ୍ର ଙ୍କ ଉଦ୍ଧେଶ୍ୟରେ ବିଭିନ୍ନ ପ୍ରସଙ୍ଗରେ ପରାମର୍ଶ ଦେଇଥିଲେଏହି କାର୍ଯ୍ୟକ୍ରମରେ ଦାରିଙ୍ଗବାଡି ବାଳିକା ଉଚ୍ଚ ବିଦ୍ୟାଳୟ ସମେତ ଉଲିପଦର, ବୁଡ଼ାଗୁଡା କନ୍ୟାଶ୍ରମ, ଅଲିମାହା ସମେତ ବ୍ଲକ ଅଧୀନରେ ରହିଥିବା ଅନୁସୂଚିତ ଜନଜାତି ଓ ଜାତି ତଥା ପଛୁଆ ବର୍ଗ ଉନ୍ନୟନ ବିଭାଗ ର ବିଦ୍ୟାଳୟ ର ଛାତ୍ରୀଛାତ୍ର ମାନେ ଯୋଗଦାନ କରିଥିଲେବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀଶିକ୍ଷକଙ୍କ ସମେତ ସହକାରୀ ଶିକ୍ଷକ ମାନେ ପରିଚାଳନା କରିଥିଲେ

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri