‘ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ମୁଖ୍ୟ ଲକ୍ଷ୍ୟ’

ଦାରିଙ୍ଗବାଡି, ୧୧୧୧ (ଅରୁଣ ସାହୁ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ମଙ୍ଗଳବାର ବ୍ଲକସ୍ତରୀୟ ସର୍ଗିଫୁଲ ମହୋତ୍ସବ ଉଦଯାପିତ ହୋଇଯାଇଛି ଏଥିରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ  ବିଶ୍ୱଜିତ ଜାଲିଙ୍କ ତତ୍ୱାବଧାନରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାଶଙ୍କର ସାମନ୍ତରାୟଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ ଯୋଗଦେଇଥିଲେ ଅନ୍ୟ ଅତିଥିଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ସିଡିପିଓ ସଂନ୍ଧ୍ୟାରାଣୀ ପଣ୍ଡା, ବିଦ୍ୟାଳୟର ଇନଚାର୍ଜ ପ୍ରିନ୍ସପାଲ ସୋନାଲିକା ପୃଷ୍ଟି ପ୍ରମୁଖ ଯୋଗଦାନ କରିଥିଲେ ଏହି ଅବସରରେ ଛାତ୍ରୀଛାତ୍ରମାନଙ୍କ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା କୃତି ଛାତ୍ରୀଛାତ୍ରମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କାର, ମାନପତ୍ର ବଣ୍ଟନ କରାଯାଇଥିଲା ମହୋତ୍ସବରେ ଛାତ୍ରୀଛାତ୍ରମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି ବକ୍ତୃତା, ଚିତ୍ରାଙ୍କନ, ଏକକ ଅଭିନୟ, ସଙ୍ଗୀତ, ନୃତ୍ୟ ସମେତ ବିଭିନ୍ନ ପ୍ରତିଯୋଗିତା କରାଯାଇଛି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ଏହି କାର୍ଯ୍ୟକ୍ରମ ପ୍ରତିବର୍ଷ କରାଯାଉଛି ବ୍ଲକସ୍ତରରେ ଯେଉଁମାନେ କୃତିତ୍ୱ ଅର୍ଜନ କରିବେ ସେମାନେ ଜିଲ୍ଲା ସର୍ଗିଫୁଲ ମହୋତ୍ସବ ରେ ଯୋଗଦେଇ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ସେଠାରେ କୃତିତ୍ୱ ହୋଇଥିବା ଛାତ୍ରୀଛାତ୍ର ମାନେ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବାର ସୁଯୋଗ ମିଳିବ ବୋଲି କୁହାଯାଇଛି ଉଦଯାପନୀ ସଂନ୍ଧ୍ୟାରେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲାଯେଉଁ ପ୍ରତିଯୋଗୀ ଏହି ଦଳଗତ ନୃତ୍ୟ ରେ କୃତିତ୍ୱ ଅର୍ଜନ କରିବେ ସେମାନେ ଜିଲ୍ଲାସ୍ତରୀୟ ସର୍ଗିଫୁଲ ମହୋତ୍ସବ ରେ ଯୋଗଦାନ କରିବେ ବୋଲି କୁହାଯାଇଛି

ସୂଚନାଯୋଗ୍ୟ, ଉକ୍ତ ମହୋତ୍ସବକୁ ମଙ୍ଗଳବାର ପୂର୍ବାହ୍ନରେ ଦାରିଙ୍ଗବାଡି ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ ଯୋଗଦେଇ ଉଦଘାଟନ କରିଥିଲେ ଉଦଘାଟନୀ ଉତ୍ସବ ରେ ମହୋତ୍ସବ ର ଆବାହକ ତଥା ଗୋଷ୍ଠି ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି, ପ୍ରଧାନ ଶିକ୍ଷକ ଉମାଶଙ୍କର ସାମନ୍ତରାୟ, ବିଦ୍ୟାଳୟର ଇନଚାର୍ଜ ପ୍ରିନ୍ସପାଲ ସୋନାଲିକା ପୃଷ୍ଟି ଯୋଗଦେଇ ଛାତ୍ରୀଛାତ୍ର ଙ୍କ ଉଦ୍ଧେଶ୍ୟରେ ବିଭିନ୍ନ ପ୍ରସଙ୍ଗରେ ପରାମର୍ଶ ଦେଇଥିଲେଏହି କାର୍ଯ୍ୟକ୍ରମରେ ଦାରିଙ୍ଗବାଡି ବାଳିକା ଉଚ୍ଚ ବିଦ୍ୟାଳୟ ସମେତ ଉଲିପଦର, ବୁଡ଼ାଗୁଡା କନ୍ୟାଶ୍ରମ, ଅଲିମାହା ସମେତ ବ୍ଲକ ଅଧୀନରେ ରହିଥିବା ଅନୁସୂଚିତ ଜନଜାତି ଓ ଜାତି ତଥା ପଛୁଆ ବର୍ଗ ଉନ୍ନୟନ ବିଭାଗ ର ବିଦ୍ୟାଳୟ ର ଛାତ୍ରୀଛାତ୍ର ମାନେ ଯୋଗଦାନ କରିଥିଲେବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀଶିକ୍ଷକଙ୍କ ସମେତ ସହକାରୀ ଶିକ୍ଷକ ମାନେ ପରିଚାଳନା କରିଥିଲେ

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri