ମରୁଡ଼ି ଘୋଷଣା ପାଇଁ ଜିଲାପାଳଙ୍କୁ ଭେଟିଲେ ବ୍ଲକ ଉପାଧ୍ୟକ୍ଷ

କୋକସରା,୬ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ସମ୍ଭାବ୍ୟ ମରୁଡ଼ି ପରିସ୍ଥିତିକୁ ନେଇ ବ୍ଲକର ୨୨ ପଞ୍ଚାୟତକୁ ମରୁଡ଼ି ଘୋଷଣା  ସହ କୃଷି ଋଣ ଛାଡ଼ କରିବାକୁ କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରଓ୍ବାଲ। ଚଳିତ ବର୍ଷ ଅନାବୃଷ୍ଟି କାରଣରୁ କୋକସରା ବ୍ଲକର ୨୨ ପଞ୍ଚାୟତରେ ସମ୍ଭାବ୍ୟ ମରୁଡ଼ି ପରିସ୍ଥିତି ଦେଖା ଦେଇଥିବା ବେଳେ ବ୍ଲକର ସଚେତନ କୃଷକ ମଞ୍ଚ ଓ ବିଭିନ୍ନ ପଞ୍ଚାୟତର ଚାଷୀମାନେ ମରୁଡ଼ି ଘୋଷଣା କରିବାକୁ କୋକସରା ତହସିଲଦାରଙ୍କ ଜରିଆରେ ରାଜ୍ୟ ସରକାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଘଟଣାକୁ ନେଇ କୋକସରା ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରଓ୍ବାଲ କଳାହାଣ୍ଡି ଜିଲାପାଳଙ୍କୁ ଚିଠି ଲେଖି କୋକସରା ବ୍ଲକର ଚାଷୀ ସମୂହ ସ୍ବାର୍ଥକୁ ଦୃଷ୍ଟିରେ ରଖି ବ୍ଲକର ୨୨ ପଞ୍ଚାୟତରେ ହୋଇଥିବା ଚାଷ କ୍ଷୟକ୍ଷତି ଆକଳନ କରି ମରୁଡ଼ି ଘୋଷଣା ସହ କ୍ଷତିପୂରଣ, କୃଷି ଋଣ ଛାଡ,ବୀମା କରିଥିବା ଚାଷିଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଚିଠି ଲେଖିଥିବା ବେଳେ ଅଧ୍ୟକ୍ଷାଙ୍କ ପ୍ରତିନିଧି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରଓ୍ବାଲ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri