ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ ପଡିଥିବା ଦେଖିବାକୁ ମିଳିଛି। ମୃତଦେହଟି ବଘିଆପଡା ଗ୍ରାମ ପଞ୍ଚାୟତ ଜାମୁପାଲି ଗ୍ରାମର ୫୦ ବର୍ଷିୟ ବିଭୀଷଣ ମହାରଥୀ ବୋଲି ପରିବାର ଚିହ୍ନଟ କରିଛନ୍ତି । ବିଭୀଷଣଙ୍କୁ କେହି ହତ୍ୟା କରି ଗୌଡଦଇ ମନ୍ଦିର ପଛପଟେ ପକାଇ ଦିଆଯାଇଥିବା ପାରିପାଶର୍‌ବିକ ଅବସ୍ଥାରୁ ସନ୍ଦେହ କରାଯାଉଛି l ଖବର ପାଇ ବୌଦ୍ଧ ଏସଡିପିଓ କୂଳଦୀପ ମିନା ଓ ବଘିଆପଡା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି ।...

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri