ହସ୍ପିଟାଲ କର୍ମଚାରୀଙ୍କ ପାଇଁ ଗାଇଡ୍‌ଲାଇନ ଜାରି କଲା ବିଏମ୍‌ସି

ଭୁବନେଶ୍ୱର,୨୯ା୬(ବ୍ୟୁରୋ)-ବିଭିନ୍ନ ହସ୍ପିଟାଲରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୋମବାର ଗାଇଡ ଲାଇନ ଜାରି ହୋଇଛି। ଭୁବନେଶ୍ୱର ବସ୍ତି ଅଞ୍ଚଳରେ ରହୁଥିବା କର୍ମଚାରୀଙ୍କ ପାଇଁ ଏହି ଗାଇଡଲାଇନ ଜାରି କରାଯାଇଛି।
ଗାଇଡଲାଇନ ଅନୁସାରେ, ବସ୍ତି ଅଞ୍ଚଳରେ ରହୁଥିବା ସବୁ କର୍ମଚାରୀଙ୍କ ଡାଟାବେସ ପ୍ରସ୍ତୁତ ପାଇଁ ସବୁ ଘରୋଇ ହସ୍ପିଟାଲର କର୍ତ୍ତୃପକ୍ଷଙ୍କୁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବସ୍ତିରେ ରହୁଥିବା କର୍ମଚାରୀ ଏକାଦିକ୍ରମେ ୧୪ ଦିନ ଡ୍ୟୁଟି କରିବେ। ହସ୍ପିଟାଲ ପରିସରରେ ସମ୍ପୃକ୍ତ କର୍ମଚାରୀଙ୍କ ପାଇଁ ରହଣି ବ୍ୟବସ୍ଥା ହେବ। ୧୪ ଦିନ ଡ୍ୟୁଟି ପରେ ନେଗେଟିଭ ରିପୋର୍ଟ ଦେଖି ରିଲିଭ କରାଯିବ। ୧ମ ଦଫା କର୍ମଚାରୀଙ୍କ ଡ୍ୟୁଟି ପରେ ୨ୟ ଦଫା କର୍ମଚାରୀଙ୍କୁ ଡ୍ୟୁଟି ମିଳିବ ବୋଲି ଗାଇଡଲାଇନରେ ଉଲ୍ଲେଖ ରହିଛି।


All Right Reserved By Dharitri.Com

ଢାଙ୍କୁଣୀ ନ ପକାଇ ବାଉଁଶ ବାନ୍ଧିଲା ବିଏମ୍‌ସି

ଭୁବନେଶ୍ୱର,୨୯।୭(ବ୍ୟୁରୋ) : ଜୟଦେବ ବିହାର ଭିଲ୍ଲା ଛକ ନିକଟ ଡ୍ରେନ୍‌ରେ ଗୁରୁବାର ଭାସିଯାଇ ସାଲିଆସାହି ଆଦିବାସୀ ଗାଁର ଟି. ଆକାମ୍ମାଙ୍କ ମୃତ୍ୟୁ ଘଟିଥିଲା। ପରେ ଢାଙ୍କୁଣୀ...

ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଏକ ଜାତୀୟସ୍ତରୀୟ ଇଂଲିଶ ମୁଦ୍ରିତ ଗଣମାଧ୍ୟମରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁଙ୍କର ଏକ ସ୍ତମ୍ଭ ପ୍ରକାଶ ପାଇଥିଲା। ଏହି...

ଏଣିକି କଚ୍ଚାଘର ଦେଖିବା ସ୍ବପ୍ନ, ଆଗାମୀ ୩ ବର୍ଷରେ ସମସ୍ତଙ୍କୁ ମିଳିବ ପକ୍କା ଘର: ମନ୍ତ୍ରୀ

ଭୁବନେଶ୍ୱର,୮ା୨(ବ୍ୟୁରୋ): ରାଜ୍ୟରେ ଆଉ କଚ୍ଚାଘର ରହିବ ନାହିଁ। ସମସ୍ତଙ୍କୁ ପକ୍କାଘର ମିଳିବ। ଆଗାମୀ ୩ ବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ମିଳିବ। ସେମାନଙ୍କୁ ବିଜୁ ପକ୍କାଘର...

ଗୋଟିଏ ଟେବୁଲରେ ଏକାଠି ଖାଇଲେ ନବୀନ-ଶାହା-ମମତା-ଧମେନ୍ଦ୍ର: ଟୁଇଟ୍‌ କରି ଖୁସିବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅତିଥିମାନଙ୍କୁ ମଧ୍ୟାହ୍ନଭୋଜନରେ ଆପ୍ୟାୟିତ କରିଛନ୍ତି। ଗୋଟିଏ ଟେବୁଲରେ ନବୀନ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା...

ରଥଯାତ୍ରାରେ ସେବା କାର୍ଯ୍ୟ: ପୁରୀରେ ପହଞ୍ଚିଲା ଜୀବନଜ୍ୟୋତି ସଙ୍ଗଠନ

ତିହିଡି,୩।୭(ଡି.ଏନ୍‌.ଏ.): ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସେବାକାର୍ଯ୍ୟ ପାଇଁ ଜୀବନଜ୍ୟୋତି ସଙ୍ଗଠନର କର୍ମକର୍ତ୍ତାମାନେ ବୁଧବାର ସକାଳେ ପୁରୀରେ ପହଞ୍ଚିଛନ୍ତି। ଭଦ୍ରକ ଜିଲା ତିହିଡି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ...

ବଳାତ୍କାରୀଙ୍କୁ ୭ ବର୍ଷ ଦଣ୍ଡାଦେଶ

ତାଳଚେର,୧୮ା୩(ନି.ପ୍ର): ଏକ ବଳାତ୍କାର ମାମଲାର ବିଚାର କରି ତାଳଚେର ଅତିରିକ୍ତ ଜିଲା ଦୌରାଜଜ୍‌ ଅମୃତ ରଞ୍ଜନ ନନ୍ଦ ମଙ୍ଗଳବାର ଖମାର ଉପଖଣ୍ଡ ବଡ଼ଗୁଣ୍ଡୁ ଗ୍ରାମର ସାଲୁକା...

‘ଧରିତ୍ରୀ’ ପ୍ରଭାବ: ବ୍ଲକ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୁଶାନ୍ତ ୮ ବର୍ଷ ପରେ ନ୍ୟାୟ ପାଇଲେ

କୋରୁକୋଣ୍ଡା,୫।୯(ଡି.ଏନ୍‌.ଏ.): ଶୁଣିଲେ ସରକାର, ମିଳିଲା ସହାୟତା । ୮ ବର୍ଷ ପରେ ନ୍ୟାୟ ପାଇଲେ ସୁଶାନ୍ତ। ଘଟଣାଟି ହେଉଛି ମାଲକାନଗିରି ଜିଲା ଅନ୍ତର୍ଗତ କୋରୁକୋଣ୍ଡା ବିଡିଓଙ୍କ...

ନିର୍ବାଚନକୁ ମାତ୍ର ୬ ଦିନ ବାକି, ବିଜେପୁରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୬ଦିନ ବାକି। ତେବେ ଉପର୍ନିବାଚନକୁ ଅବାଧ, ନିରପେକ୍ଷ ଏବଂ ଶୃଙ୍ଖଳିତଭାବେ ସମାପନ କରିବା ପାଇଁ...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *