ତଳିଆ ଅଞ୍ଚଳର ସ୍ଥିତି ସମୀକ୍ଷା କଲେ ବିଏମ୍‌ସି ମେୟର

ଭୁବନେଶ୍ବର,୧୧।୫(ବ୍ୟୁରୋ) : ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜଧାନୀ ଭୁବନେଶ୍ବରରେ ମଙ୍ଗଳବାରରୁ ବର୍ଷା ଲାଗି ରହିଛି। ଆଜି ସକାଳେ ମଧ୍ୟ ପ୍ରବଳ ବର୍ଷା ହୋଇଛି। ତେବେ ବର୍ଷା ଲାଗି ରହିଲେ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି । ତେଣୁ ବିଏମ୍‌ସି ମେୟର ସୁଲୋଚନା ଦାସ ବୁଧବାର ସକାଳୁ ତଳିଆ ଅଞ୍ଚଳ ବୁଲି ଦେଖିଛନ୍ତି। ତାଙ୍କ ସାଙ୍ଗରେ ମଧ୍ୟ କର୍ପୋରେଟର ଓ ବିଏମ୍‌ସିର ବିଭାଗୀୟ ଯନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ତେବେ ମେୟରଙ୍କ କହିବାନୁଯାୟୀ, ବର୍ତ୍ତମାନ ସୁଦ୍ଧା ସେଭଳି କୌଣସି ସ୍ଥିତି ଉପୁଜି ନାହିଁ।ସମ୍ବେଦନଶୀଳ ଜାଗାରେ ମୋଟର ପମ୍ପ ମହଜୁଦ ରହିଛି। ଯଦି ସମସ୍ୟା ହୁଏ ତୁରନ୍ତ ଜଳ ନିଷ୍କାସନ ବ୍ୟବସ୍ଥା କରାଯିବ ବୋଲି ସୁଲୋଚନା ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକମାନେ ସାଧନା କରନ୍ତୁ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ବକ୍ସି ଜଗବନ୍ଧୁ ଇଂଲିଶ୍‌ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ ଡ୍ରିମ୍‌ସ୍କେପ୍‌-୨୦୧୯ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର...

ଆଖଡ଼ାଶାଳିିିଠାରେ ନଦୀ ଭିତ୍ତିକ ବନ୍ଦର ନେଇ ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

ମହାକାଳପଡ଼ା,୨୦।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ସ୍ଥାନୀୟ ଆଖଡ଼ାଶାଳିଠାରେ ମହାନଦୀ ଶାଖା ଗୁପ୍ତିଗିରି ମଧ୍ୟରେ ଏକ ପ୍ରସ୍ତାବିତ ନଦୀ ଭିତ୍ତିକ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର...

ଚାଷ ପାଇଁ ଚାଷୀ ନଡ଼ାରେ ନିଅଁା ଲଗାଇ ଦେଉଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ସାଟେଲାଇଟ ଚିତ୍ର କହୁଛି, କେବଳ ଜଙ୍ଗଲରେ ନିଆଁ ଲାଗୁନି, ଅନେକ ସ୍ଥାନରେ ଚାଷୀମାନେ ଉନ୍ନତମାନର ଚାଷ କରିବା ପାଇଁ ଧାନ କାଟିବା ପରେ ବିଲରେ...

ବିଜେଡି ସଚେତନତା ଯାତ୍ରାକୁ ବିରୋଧୀଙ୍କ ସମାଲୋଚନା

ଭୁବନେଶ୍ୱର, ୩।୧୦(ବ୍ୟୁରୋ):  ବିଜେଡି ପକ୍ଷରୁ ଶୁକ୍ରବାର ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀଠାରୁ ମାସେବ୍ୟାପୀ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବିଜେଡି ଗାଁକୁ ଯାଇ ଲୋକମାନଙ୍କୁ କରୋନା...

ଆଜି ବି ଚାଲିବ ପରୀକ୍ଷା ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଆଜି ଅର୍ଥାତ୍‌ ଶୁକ୍ରବାର ଏକ ପରୀକ୍ଷା ସ୍ପେଶାଲ ଟ୍ରେନ୍‌ ଚାଲିବ। ଏ ନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଟ୍ରେନ୍‌ଟି...

ଜେଲ ଗଲେ ପୂର୍ବତନ ବିଜେଡି ବିଧାୟକ

ଫୁଲବାଣୀ ଅଫିସ,୨୩ା୨- ପଥଚାରୀଙ୍କୁ ମାଡ଼ ମାରିବା ସହ ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ଟାଉନ୍‌ ଥାନା...

ଆଜି ଅଖିମୁଠି, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରବିବାର ଅକ୍ଷୟ ତୃତୀୟା ବା ଅଖିମୁଠୀ। ପ୍ରତିବର୍ଷ ଭଳି ଚାଷୀପୁଅ କୃଷି କାର୍ଯ୍ୟର ଶୁଭାରମ୍ଭ କରିବ। ମାଟି ମା’କୁ ପୂଜାକରି ବର୍ଷକ ପାଇଁ ଯୋଗାଡ଼...

ବରପୁତ୍ରଙ୍କୁ ଅସମ୍ମାନ କରା ନ ଯାଉ: ଧର୍ମେନ୍ଦ୍ର

ଭୁବନେଶ୍ବର, ୭ା୪(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଅନୁଗୋଳର ଗୋପବନ୍ଧୁ ପାର୍କରେ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସ୍ଥାପନା ନେଇ...

Advertisement
Archives

Model This Week