ମହାନଦୀରେ ଭାସିଗଲା ଡଙ୍ଗା

ମହାକାଳପଡ଼ା,୨୦ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାହାକୁଦ ଘାଟରେ ଶନିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ପାରାଦୀପ ପଟରୁ ବାହାକୁଦ ଫେରିଘାଟକୁ ଆସୁଥିବା ଯାତ୍ରୀବାହୀ ଡଙ୍ଗାଟି ପ୍ରାୟ ୫ କିଲୋମିଟର ପର୍ଯ୍ୟନ୍ତ ଭାସିଯାଇଛି। ଏଥିରେ ୩୦ ଜଣ ଯାତ୍ରୀ ଥିଲେ। ଭରା ନଈରେ ଡଙ୍ଗାଟି ଲଙ୍ଗର ପକାଇଥିବା ସୂଚନା ମିଳିଛି। ଉଦ୍ଧାର ପାଇଁ ମେରାଇନ୍‌ ବୋଟ୍‌ ଯାଇଥିବା ମହାକାଳପଡ଼ା ବିଡିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ରାଇରଙ୍ଗପୁର/ବିଶୋଇ,୧୫ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ବାଜ ଗୁରୁବାର ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଥିଲେ। ଜିଲାପାଳଙ୍କ ସହିତ ଜିଲା ଚିକିତ୍ସାଧିକାରୀ ରୂପଭାନୁ ମିଶ୍ର, ଉପଜିଲାପାଳ ଧର୍ମାନନ୍ଦ ବେହେରା,...

ଗୋଟିଏ ଦେଶ, ଗୋଟିଏ ଭାଷା ସମ୍ଭବ ନୁହେଁ

ଭୁବନେଶ୍ୱର,୨୧ା୯: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଗତ ୧୪ ତାରିଖ ହିନ୍ଦୀ ଦିବସ ପାଳନ ଅବସରରେ ‘ଗୋଟିଏ ଦେଶ, ଗୋଟିଏ ଭାଷା’ ସପକ୍ଷରେ ମତ ଦେଇଥିଲେ।...

ନଦୀରେ ନିର୍ମାଣ ଚାଲିଛି ଇନ୍‌ଡୋର ଷ୍ଟାଡିୟମ

କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ,୪ା୭(ସ୍ବ.ପ୍ର.): ବ୍ରାହ୍ମଣୀ ଓ ଗୋବରୀ ନଦୀର ଜଳପଥ ସଂଯୋଗୀକରଣ ଆନ୍ଦୋଳନ ଏବେ ଫସର ଫାଟିବାକୁ ଯାଉଛି। ପୂର୍ବରୁ ଥିବା ଏହି ୧୬ କିଲୋମିଟର ଜଳପଥ...

ବୁଡାଗୁଡା, କଡଗାବାଲିରେ ବ୍ୟାପୁଛି ଝାଡାବାନ୍ତି: ପହଁଚିଲା ସ୍ବାସ୍ଥ୍ୟ ଟିମ୍‌, ମାସକରେ ୨ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡ଼ି,୨୭।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ କଡ଼ଗାବାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଡଙ୍ଗେଶ୍ୱର ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ସୁବାଜିନୀ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ସୁବାଜିବୀ ଗର୍ଭବତୀ ଥିବାବେଳେ...

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ରବିବାର ଗୁଳିମାଡ଼ ହୋଇଛି। ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।  ସେ...

ମେଡିକାଲ ବାରଣ୍ଡାରୁ ଶିଶୁ କନ୍ୟା ଉଦ୍ଧାର

ବାରିପଦା ଅଫିସ,୧୬ା୧୨- ମୟୂରଭଞ୍ଜ ଜିଲା ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବାରଣ୍ଡାରୁ ସୋମବାର ଅପରାହ୍ନରେ ଏକ ଶିଶୁ କନ୍ୟାଙ୍କୁ ଉଦ୍ଧାର କରାଯାଇଛି। ଏହି ଶିଶୁ କନ୍ୟା ପ୍ରାୟ...

କୃଷିରୁ ମଧ୍ୟସ୍ଥ ହଟାଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୧୦: କୃଷକମାନଙ୍କ ଆୟ ବୃଦ୍ଧି ପାଇଁ ସେମାନଙ୍କୁ ସିଧାସଳଖ ବଜାର ସହିତ ଯୋଡ଼ିବା ଦରକାର। କୃଷି ଏବଂ ବଜାର ମଧ୍ୟରେ ଥିବା ମଧ୍ୟସ୍ଥ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ...

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଯାଜପୁର ରୋଡ୍‌,୬।୧୨ (ନି.ପ୍ର.)- ଯାଜପୁର ରୋଡ ଥାନା ଅନ୍ତର୍ଗତ ରାଣୀପଡା ପଞ୍ଚାୟତ ମୂଳାସାର ଗ୍ରାମର ଜଗବନ୍ଧୁ ମଳିକ(୫୨) ଗୁରୁବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ...

Advertisement
Archives

Model This Week