ମଝି ଚିଲିକାରେ ଫସିଲା ଡଙ୍ଗା

ବ୍ରହ୍ମଗିରି,୩।୧: ମଝି ଚିଲିକାରେ ଡଙ୍ଗା ଫସିଯାଇଛି । ଯାତ୍ରୀବାହୀ ଡଙ୍ଗାର ମେଶିନ ଖରାପ ଯୋଗ ଏପରି ଘଟିଛି। ଡଙ୍ଗାରେ ପ୍ରାୟ ୨୫ ଜଣ ଯାତ୍ରୀ ୧୦ଟି ବାଇକ ଥିବା ଜଣାପଡିଛି।
ସୂଚନାଯୋଗ୍ୟ, ବୁଧବାର ସକାଳେ ସାତପଡ଼ାଠାରୁ ଯାତ୍ରୀମାନଙ୍କୁ ନେଇ ଚିଲିକା ଦେଇ ଜହ୍ନିକୁଦା ଘାଟ ନିକଟକୁ ଡଙ୍ଗା ବାହାରିଥିଲା । ମେଶିନ ଖରାପ ହେବାରୁ ଚିଲିକା ମଝିରେ ଅଟକି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri