ହାତୀକୁ ବଞ୍ଚାଇବାକୁ ଯାଇ ଓଲଟିଲା ବୋଟ୍‌

କଟକ ଅଫିସ,୨୪।୯: ମୁଣ୍ଡୁଳି ଜଳ ସ୍ରୋତରେ ଏକ ଦନ୍ତାହାତୀ ଶୁକ୍ରବାର ଫସିଛି। ତେବେ ମହାନଦୀ ମଝିକୁ ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ବୋଟ ମଧ୍ୟ ଓଲଟି ପଡ଼ିଛି। ହାତୀକୁ କୂଳକୁ ଘଉଡାଇବା ବେଳେ ମୁଣ୍ଡଳି ବ୍ୟାରେଜ ନିକଟରେ ପାଣିର ପ୍ରଖର ସ୍ରୋତରେ ରବର ବୋଟ୍‌
ଓଲଟି ପଡ଼ିଛି। ଉକ୍ତ ରବର ବୋଟରେ ଓଡ୍ରାଫ ଟିମ୍‌ ଅପରେଶନରେ ସାମିଲ ଥିଲେ
ସୂଚନାଯୋଗ୍ୟ, ଦୀର୍ଘ ଘଣ୍ଟାର ସଂଘର୍ଷ ପରେ କୂଳ ମୁହାଁ ହୋଇଥିବା ହାତୀଟି ପୁଣି ନଦୀ ମୁହାଁ ହୋଇଛି। ଅତ୍ୟଧିକ ଲୋକ ଗହଳି ଦେଖି ହାତୀଟି ମଝି ନଦୀକୁ ଚାଲି ଯାଇଛି। ଉଦ୍ଧାର ପାଇଁ ବନବିଭାଗ କର୍ମଚାରୀ ଉଦ୍ୟମ ଜାରି ରଖିଥିବା ବେଳେ ନଦୀକୁ ଯାଇଥିବା ବୋଟଟି ଦୁର୍ଘଟଣାଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଷ୍ଟିସ୍‌ ମୁରଲୀଧର ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ/ କଟକ ଅଫିସ୍‌: ୧।୧:ଜଷ୍ଟିସ ଏସ୍‌. ମୁରଲୀଧର ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି...

ଆଉ ୨୪ ଘଣ୍ଟା ବର୍ଷା: ୧୦ରୁ ବଢ଼ିବ ଶୀତ

ଭୁବନେଶ୍ୱର, ୯ା୨ (ବ୍ୟୁରୋ): କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଦେହ ମୁଣ୍ଡ ଥରେଇ ଦେଉଛି। ଦିନରେ ମଧ୍ୟ ଶୀତରୁ ତ୍ରାହି ମିଳୁ ନାହିଁ। ବର୍ଷା...

କରୋନାକୁ ହରାଇ ପୁତ୍ର ସନ୍ତାନ ଜନ୍ମଦେଲେ ଏହି ମହିଳା

ବ୍ରହ୍ମପୁର ଅଫିସ,୮ା୮: ବର୍ତ୍ତମାନ ସମୟରେ ଗର୍ଭବତୀ ମହିଳାମାନେ ପ୍ରସବ ସମୟରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କୌଣସି ସରକାରୀ ଡାକ୍ତରଖାନାକୁ ଜରୁରିକାଳୀନ ପରିସ୍ଥିତିରେ ଚିକିତ୍ସା କିମ୍ବା...

ପୁଣି ତେଜିଲା ଟିଟିଲାଗଡ଼କୁ ଜିଲା ମାନ୍ୟତା ଦାବି

ଟିଟିଲାଗଡ,୧୯।୧୧(ଡି.ଏନ.ଏ.): ଟିଟିଲାଗଡକୁ ଜିଲା ଦାବି ତେଜିବାରେ ଲାଗିଥିବା ବେଳେ ଉଭୟ କଂଗ୍ରେସ ଓ ଭାଜପା ଏହି ଦାବିକୁ ସମର୍ଥନ ଜଣାଇଛି। ଶୁକ୍ରବାର ଟିଟିଲାଗଡ ଏକ ଲଜ ସମ୍ମିଳନୀ...

ବିପଦରେ ବିରଳ ପ୍ରଜାତିର ହର୍ଲି କଙ୍କଡ଼ା

ମହାକାଳପଡ଼ା,୨।୭(ଡି.ଏନ୍‌.ଏ.): ଜୈବ ବିବିଧତା ଓ ମୃତ୍ତିକା ଉର୍ବରତା ସହ ପରିବେଶ ସନ୍ତୁଳନ ରକ୍ଷା କରିବାରେ ବିରଳ ପ୍ରଜାତିର ସାମୁଦ୍ରିକ ହର୍ଲି କଙ୍କଡ଼ାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି...

ବସ୍ତାରୁ ମିଳିଲା ମହିଳାଙ୍କ ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

ରାଜନଗର, ୨୮।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଫରେଷ୍ଟ ବିଟ୍‌ ନିକଟରୁ ଏକ ବସ୍ତାରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଉଦ୍ଧାର...

ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍‌ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର...

କ୍ଷେତକୁ ଯିବା ପାଇଁ ବାଉଁଶ ଚାର ଭରସା

ରାଜକନିକା, ୧୫।୪ (ଡି.ଏନ୍‌.ଏ.): ରାଜକନିକା ବ୍ଲକ ପେଗରପଡ଼ା ପଞ୍ଚାୟତ ବଳିଭଣ୍ଡା ଗଁା ପାଖ ଚାଷ ଜମିକୁ ଲାଗି ଥିବା ବୈତରଣୀ ନଦୀର ଶାଖା ଚଢେଇଖିଆ ନାଳ। ଗ୍ରାମବାସୀ...

Advertisement
Archives

Model This Week