ଡଙ୍ଗା ବୁଡ଼ି ୭ ନିଖୋଜ: ଜଣେ ମୃତ

ଚିତ୍ରକୋଣ୍ଡା,୨୫।୫(ଡି.ଏନ୍‌.ଏ.): ତେଲେଙ୍ଗାନାରୁ ଦାଦନ ଖଟି ଗାଁକୁ ଫେରୁଥିବା ବେଳେ ଘଟିଛି ଅଘଟଣ। ଡଙ୍ଗା ବୁଡ଼ି ୭ ଜଣ ନିଖୋଜ ଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ। ସେଲେରୁ ନଦୀରେ ପାରି ହେଉଥିଲା ବେଳେ ଡଙ୍ଗା ବୁଡି ଯାଇଥିଲା। ଡଙ୍ଗା ବୁଡ଼ିବା ପରେ ୩ ଜଣ ବ୍ୟକ୍ତି ପହଁରି କୂଳକୁ ଆସିଥିଲେ। ତେବେ ଦୁଇଟି ଡଙ୍ଗାରେ ମୋଟ ୧୧ ଜଣ ଘରକୁ ଫେରୁଥିଲେ। ଗୋଟିଏ ଡଙ୍ଗା ବୁଡ଼ିବାରୁ ସମସ୍ତେ ଅନ୍ୟ ଡଙ୍ଗାକୁ ଚାଲିଆସିଥିଲେ। ଫଳରେ ଅଧିକ ଲୋକ ପାଇଁ ଅନ୍ୟ ଡଙ୍ଗାଟି ବୁଡ଼ି ଯାଇଥିଲା। ଓଡ୍ରାଫ, ଅଗ୍ନିଶମ ଟିମ୍ର ରେସକ୍ୟୁ ଅପରେଶନ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌-ଟ୍ରେଲର ମୁହାଁମୁହିଁ ଧକ୍କା; ୮ ଘଣ୍ଟା ରାସ୍ତା ଜାମ୍‌

ପରଜଙ୍ଗ, ୨୩।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଭୋର୍‌ ୩ଟାରେ ଛାତିଥରା ଦୁର୍ଘଟଣା...

ବାତ୍ୟା ଅମ୍ଫନ୍‌ ପ୍ରଭାବ: ସର୍ବାଧିକ ବର୍ଷା, ପବନ ରେକର୍ଡ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ପାରାଦୀପଠାରୁ ୧୨୫ କିଲୋମିଟର ଦୂରରେ ରହିଛି ବାତ୍ୟା ଅମ୍ଫନ୍‌। ଘଣ୍ଟାକୁ ୧୪ କିଲୋମିଟର ବେଗରେ ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ...

ଜମି ଲାଗି ଅଟକିଛି ମଡର୍ନ ବସ୍‌ ପୋର୍ଟ

ଭୁବନେଶ୍ୱର, ୨।୧୦(ବ୍ୟୁରୋ):ଓଡ଼ିଶାରେ ମଡର୍ନ ବସ୍‌ ପୋର୍ଟ ହେବାରେ ଏବେ ଜମି ଅଧିଗ୍ରହଣ ବାଧକ ସାଜିଛି। କେନ୍ଦ୍ର ସରକାରଙ୍କ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ୨୦୧୮ ଡିସେମ୍ବର ୨ରେ...

ଆଜି ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ ଅଫିସ, ୯ା୨: ପବିତ୍ର ମାଘ ପୂର୍ଣ୍ଣିମା ତିଥିରେ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ...

ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ

ତାଳଚେର, ୧୦ା୩(ନି.ପ୍ର.)- ତାଳଚେର ଓକିଲ ସଂଘର ପୂର୍ବତନ ସଭାପତି ଦୟସାଗର ମିଶ୍ରଙ୍କୁ କେତେଜଣ ଦୁର୍ବୁତ୍ତ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ତାଙ୍କ...

କାନ୍ତକବିଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି : ଦ୍ୱିତୀୟ ଦିନରେ ଧାରଣା

ଭଦ୍ରକ ଅଫିସ,୩ା୫- କାନ୍ତକବି ମଞ୍ଚ ପକ୍ଷରୁ ବାଇପାସ ନିକଟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ପୁନଃସ୍ଥାପନ ଦାବିରେ ବୁଧବାର ଦ୍ୱିତୀୟ ଦିନରେ ଧାରଣା ଓ ପ୍ରତିବାଦ...

‘କରୋନାର ନୂଆ ଷ୍ଟ୍ରେନ୍‌, ଦ୍ୱିତୀୟ ଲହର ନୁହେଁ’

ଭୁବନେଶ୍ୱର,୨୫।୧୨(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମିଛି। ଗତ ୨୪ ଘଣ୍ଟାରେ ମାତ୍ର ୨୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା ୩,୨୭,୫୪୨ରେ ପହଞ୍ଚତ୍ଛି। ନୂଆ ଆକ୍ରାନ୍ତଙ୍କ...

ବୟାଳିରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ

ଗୋପାଳପୁର,୧୩।୬- ବିଜୁ କନ୍ୟାରନତ୍ ଯୋଜନାରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ ଗୁରୁବାର ରଙ୍ଗେଇଲୁଣ୍ଡା ବ୍ଲକ ମନ୍ତ୍ରିଡ଼ି ପଞ୍ଚାୟତ ବୟାଳି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ଆୟୋଜିତ...

Advertisement


Archives

Model This Week