ମିଳିଲା ୩ ସାଙ୍ଗଙ୍କ ମୃତଦେହ

କଟକ ଅଫିସ,୧୨।୪: କଟକ ଯୋବ୍ରା ଆନିକଟରେ ୩ ଯୁବକ ଭାସିଯିବା ଘଟଣାରେ ମଙ୍ଗଳବାର ଆଉ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅଗ୍ନିଶମ ବାହିନୀ ପକ୍ଷରୁ ଚାଲିଥିବା ସର୍ଚ୍ଚ ଅପରେସନ ବେଳେ ସିଦ୍ଧିକ ଖାନଙ୍କ ମୃତଦେହ ମିଳିଛି । ସୋମବାର ଆୟୁର ଖାନଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା ।

ସୂଚନାନୁସାରେ,ରବିବାର ଅପରାହ୍ନରେ ଯୋବ୍ରା ଚୂନଭାଟି ଚାରିଘରିଆ ଅଞ୍ଚଳର ୩ ଜଣ ସାଙ୍ଗ ମହାନଦୀକୁ ଗାଧେଇବା ପାଇଁ ଯାଇ ଭାସିଯାଇଥିଲେ। ସେଠାରେ ଉପସ୍ଥିତ କିଛି ଲୋକ ସାହିଲଙ୍କୁ ଉଦ୍ଧାର କରି କଟକ ବଡ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ସାହିଲଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri