Posted inଜାତୀୟ

ଖଣିରେ ଫସିଥିବା ୪ ଶ୍ରମିକଙ୍କ ମୃତଦେହ ଉଦ୍ଧାର, ଏବେବି ଫସି ରହିଛନ୍ତି ୫ଜଣ

ଗୁଆହାଟି,୧୧।୧: ଶନିବାର ଆସାମର ଉମରାଙ୍ଗସୋରେ ଘଟିଥିବା କୋଇଲା ଖଣି ଦୁର୍ଘଟଣାକୁ ୬ ଦିନ ପୁରିଗଲା। ଜିଲାରେ ଚାଲିଥିବା ଉଦ୍ଧାର କାର୍ଯ୍ୟରେ ଏପର୍ଯ୍ୟନ୍ତ ଚାରି ଜଣ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୋମବାର ଏକ କୋଇଲା ଖଣିରେ ହଠାତ୍‌ ବନ୍ୟା ଆସିବାରୁ ଏହି ଘଟଣା ଘଟିଥିଲା, ଯେଉଁଥିରେ ମୋଟ ୯ ଜଣ ଶ୍ରମିକ ଫସି ରହିଥିଲେ। ବୁଧବାର ପ୍ରଥମ ମୃତଦେହ ଉଦ୍ଧାର କରାଯାଇଥିଲା। ଶନିବାର ସକାଳେ ଆଉ ତିନୋଟି ମୃତଦେହ ଉଦ୍ଧାର କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣେ ୨୭ ବର୍ଷୀୟ ଲିଗେନ ମାଗାର ଭାବରେ ଚିହ୍ନଟ ହୋଇଛନ୍ତି। ଅନ୍ୟ ଦୁଇଟି ମୃତଦେହର ଚିହ୍ନଟ ପ୍ରକ୍ରିୟା ଜାରି ରହିଛି।
ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଉମରାଙ୍ଗସୁରେ ଉଦ୍ଧାର କାର୍ଯ୍ୟ ଦୃଢ଼ ସଂକଳ୍ପ ସହିତ ଜାରି ରହିଛି। ଏହି କଷ୍ଟକର ସମୟରେ ଆମେ ପ୍ରଭାବିତ ପରିବାର ସହିତ ଛିଡ଼ା ହୋଇଛୁ, ସେ ଏକ୍ସରେ ଏକ ପୋଷ୍ଟରେ କହିଛନ୍ତି, ଓଏନଜିସି ଏବଂ କୋଲ ଇଣ୍ଡିଆ ଦ୍ୱାରା ଅଣାଯାଇଥିବା ସ୍ବତନ୍ତ୍ର ମେଶିନ ସାହାଯ୍ୟରେ, ପ୍ରାୟ ୩୧୦ଫୁଟ ଗଭୀର ଖଣିରୁ ପାଣି ବାହାର କରିବା ପାଇଁ କାମ ଚାଲିଛି। ଶର୍ମା ପୂର୍ବରୁ ଦାବି କରିଥିଲେ ଯେ ଖଣିଟି ୧୨ବର୍ଷ ପୂର୍ବେ ବନ୍ଦ ହୋଇଯାଇଥିଲା ଏବଂ ପାଣି ପମ୍ପ କରି ବାହାର କରାଯାଇଥିଲା ତିନି ବର୍ଷ ପୂର୍ବରୁ ଏହା ଆସାମ ଖଣିଜ ବିକାଶ ନିଗମ ଅଧୀନରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri