ନିଖୋଜ ଦୁଇ ଏମ୍‌ସିଏଲ୍‌ କର୍ମଚାରୀଙ୍କ ମିଳିଲା ମୃତଦେହ

ସମ୍ବଲପୁର,୮ା୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ଝାଙ୍କରାଣୀପୀଠ ମନ୍ଦିର ଘାଟରେ ରବିବାର ଏକ ଅଘଟଣ ଘଟିଥିଲା। ଡ୍ୟାମରେ ବୁଡିଯାଇ ସମ୍ବଲପୁର ମହାନଦୀ କୋଇଲା କମ୍ପାନୀ(ଏମ୍‌ସିଏଲ୍‌ )ର ୨ଜଣ ମହେଶ ଛିତୋରୀ( ୪୦) ଓ ଅଭିଷେକ କୁମାର( ୪୫) କର୍ମଚାରୀ ନିଖୋଜ ଥିଲେ । ସୋମବାର ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ସୂଚନାଯୋଗ୍ୟ, ଏମ୍‌ସିଏଲ୍‌ ଅଧିକାରୀମାନେ ହୀରାକୁଦ ଜଳଭଣ୍ଡାର ବୁଲିବାକୁ ଯାଇଥିଲେ। ସନ୍ଧ୍ୟା ପ୍ରାୟ ୫ଟାରେ ଝାଙ୍କରାଣୀପୀଠ ନିକଟରେ କାର୍‌ ୩ ଜଣ ଅଧିକାରୀ ଡ୍ୟାମ୍‌ ଭିତରକୁ ଗାଧୋଇବାକୁ ଯାଇଥିଲେ । ଗୋଡ ଖସିଯିବାରୁ ସେମାନେ ଗଭୀର ପାଣିରେ ବୁଡି ଯାଇଥିଲେ । ଅଧିକାରୀମାନଙ୍କ ପାଟି ଶୁଣି ନିକଟରେ ଥିବା ୱାଟର ସ୍ପୋଟର୍‌ସ କର୍ମଚାରୀ ବୋଟ୍‌ରେ ଆସି ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ଅବିନାଶଙ୍କୁ ଉଦ୍ଧାର କରାଯାଇଥିବା ବେଳେ ମହେଶ ଓ ଅଭିଷେକ ନିଖୋଜ ଥିଲେ। ଖବରପାଇ ଘଟଣାସ୍ଥଳରେ ପୋଲିସ, ଅଗ୍ନିଶମ କର୍ମଚାରୀ ଓ ଓଡ୍ରାଫ ଟିମ୍‌ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ ା ରାତି ହେବା ଯୋଗୁ ଉଦ୍ଧାର କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା । ସୋମବାର ପୁଣି ଉଦ୍ଧାର କାର୍ଯ୍ୟ କରାଯାଇ ମୃତଦେହ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri