ସମୂଦ୍ରକୂଳରେ ଭାସୁଥିଲା ମୃତଦେହ, ଦେଖିଲେ ମତ୍ସ୍ୟଜୀବୀ

ଗଞ୍ଜାମ,୨୭।୯(ଡିଏନ୍‌.ଏ.): ଗଞ୍ଜାମ ଥାନା ନୂଆଗାଁସ୍ଥିତ ସମୁଦ୍ର କୂଳରେ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ଭାସୁଥିବା ଦେଖିବାକୁ ମିଳିଛି । ତେବେ ତାଙ୍କ ପରିଚୟ ମିଳିପାରି ନାହିଁ। ଏହା ଦେଖିବା ପରେ ସ୍ଥାନୀୟ ମସ୍ୟଜୀବୀ ଗଞ୍ଜାମ ଥାନାକୁ ଖବର ଦେଇଥିଲେ । ଖବର ପାଇ ଗଞ୍ଜାମ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ବିଆଇ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାନାନ୍ତର ପାଇଁ ଚକ୍ରାନ୍ତ

ଯାଜପୁରରୋଡ୍‌,୫ା୫(ଡି.ଏନ.ଏ.): ଯାଜପୁର ଜିଲାର ଯାଜପୁରରୋଡ୍‌ କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ। ଏହାକୁ ଆଖିଆଗରେ ରଖି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ୨୦୦୫ରେ ଯାଜପୁରରୋଡ୍‌ଠାରେ...

ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ରାଜନଗର, ୨୬।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତ୍ରିନାଥ ବଜାରସ୍ଥିତ ଏକ ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନ ବନ୍ଦ ଦାବିରେ ବୁଧବାର ଶତାଧିକ ମହିଳା ରାସ୍ତାରୋକୋ...

କ’ଣ ଖୋଲିବ, କ’ଣ ବନ୍ଦ ରହିବ: ସ୍ପଷ୍ଟ କଲା ସିଏମ୍‌ସି

କଟକ ଅଫିସ୍‌,୨୭।୪: ଲକ୍‌ଡାଉନ୍‌ ଯୋଗୁ କଟକ ସହରର ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ଦୀର୍ଘ ଦିନ ହେଲା ବନ୍ଦ ରହିଛି। ତେବେ ଦୋକାନ ବଜାର ଖୋଲିବା ନେଇ ଶୁକ୍ରବାର...

ଯାଇଥିଲେ ଭୋଜି କରିବାକୁ, ମିଳିଲା ମୃତଦେହ

ସୋନପୁର,୧୦।୧(ନି.ପ୍ର.): ସୋନପୁର ସହର ଯାତ୍ରୀ ନିବାସ ସମ୍ମୁଖ ମହାନଦୀ ପାଚେରୀ ଘାଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ବଡବଜାର ଘାସିପଡାର...

ଅନୁଗୋଳରେ ହେବ ୨ କୃଷିସେବା କେନ୍ଦ୍ର

ଅନୁଗୋଳ ଅଫିସ, ୧୧।୩: କୃଷି ଓ କୃଷକଙ୍କ ବିକାଶ ଲାଗି ଅନୁଗୋଳରେ ସ୍ଥାପନ ହେବ ୨ଟି କୃଷି ସେବାକେନ୍ଦ୍ର। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା (ଏମକେୟୁଓ୍ବାଇ)...

ପାଲୁରୁ ସାହେବ କେନାଲ ଅବରୋଧ, ଦୁର୍ଦ୍ଦିନରେ ମତ୍ସ୍ୟଜୀବୀ

ଗଞ୍ଜାମ,୬ା୮(ଡି.ଏନ.ଏ.): ଗଞ୍ଜାମ ବ୍ଲକ ଅଧୀନରେ ଥିବା ପାଲୁରୁ ସାହେବ କେନାଲ ନୂତନ ପୋଡ଼ାମପେଟା ଓଡିଆର୍‌ପି ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ଗମନାଗମନ ସୁବିଧା ଦୃଷ୍ଟିରୁ ମୟୂରପଦା ଗ୍ରାମ ନିକଟରେ...

‘ନିଯୁକ୍ତି ସଂକଟ କବଳରେ ସାରା ଭାରତ’

ବ୍ରହ୍ମପୁର ଅଫିସ୍‌,୨୦ା୧୦-କେନ୍ଦ୍ର ମୋଦି ସରକାରଙ୍କ ତ୍ରୁଟିପୂର୍ଣ୍ଣ ଅର୍ଥନୀତି ଯୋଗୁ ଏବେ ଦେଶରେ ବେକାରି ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହା କ୍ରମଶଃ ଗୋଟିଏ ପରେ...

ଜରି ମେଢ଼ରେ ଝଲସିବେ ଗଣେଶ

କେନ୍ଦୁଝର, ୧।୯-ଆସନ୍ତା ସୋମବାର ଗଣେଶ ପୂଜା ଆରମ୍ଭ ା ଏଥି ପାଇଁ ସବୁଠି ପ୍ରସ୍ତୁତି ଆରମ୍ଭ ହୋଇଛି ା କେନ୍ଦୁଝର ଡିଏଫଓ ଅଫିସରେ ମଧ୍ୟ ପ୍ରତିବର୍ଷ...

Advertisement
Archives

Model This Week