ଆମ୍ବ ଗଛରେ ଝୁଲୁଛି ମୃତଦେହ

ସୋର,୮।୧(ଡି.ଏନ୍‌.ଏ.): ଆମ୍ବ ଗଛରେ ଝୁଲୁଛି ମୃତଦେହ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏପରି ଘଟଣା ସାମ୍ନାକୁ ଆସିଛି ବାଲେଶ୍ୱର ଜିଲା ସୋର ଅଞ୍ଚଳରେ । ମୃତ ଯୁବକ ହେଲେ ସୋର ଥାନା ହଟାସାହିର ୩୬ ବର୍ଷୀୟ ଶରତ ନାଥ । ଶୁକ୍ରବାର ରାତିରେ ସେ ନିଦରୁ ଉଠି ବାଡ଼ି ପଛ ଆମ୍ବ ଗଛରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛିl ଶନିବାର ସକାଳେ ଲୋକେ ତାଙ୍କର ମୃତଦେହ ଗଛରେ ଝୁଲୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ସିଏଲ୍‌ ସିଏମ୍‌ଡିଙ୍କ ସୂଚନା: ୫ ବର୍ଷରେ ହେବ ୩ଶହ ମିଲିୟନ ଟନ୍‌ ଉତ୍ପାଦନ

ତାଳଚେର,୧୬ା୬(ନି.ପ୍ର.)- ଆଗାମୀ ୫ ବର୍ଷରେ ଏମ୍‌ସିଏଲ୍‌ ୩ଶହ ମିଲିୟନ ଟନ୍‌ କୋଇଲା ଉତ୍ପାଦନ କରିବ ବୋଲି ସିଏମ୍‌ଡି ଭୋଳାନାଥ ଶୁକ୍ଳା ପ୍ରକାଶ କରିଛନ୍ତି। ଡେରା ସିଏମ୍‌ଡି...

ଡମ୍ପର ଧକ୍କାରେ ଉପୁଡିଲା ବିଦ୍ୟୁତ୍‌ ଖୁଣ୍ଟ: ଡ୍ରାଇଭର ଅଟକ, ଟ୍ରକ୍‌ ଜବତ

ଯୋଡ଼ା,୧୭।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବସଷ୍ଟାଣ୍ଡ ନିକଟରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ସମ୍ମୁଖରେ ସୋମବାର ରାତିରେ ଏକ ଡମ୍ପର ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇଥିଲ।...

ଟ୍ରାକ୍ଟର ଓଲଟି ଶ୍ରମିକ ମୃତ

କ.ନୂଆଗଁା,୨୪ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ...

ସକାଳ ୬ ରୁ ଦିନ୧ଟା ପର୍ଯ୍ୟନ୍ତ ଖୋଲିବ ପରିବା ଓ ଗ୍ରୋସରୀ ଦୋକାନ: ବାଇକ୍ ଓ ଚାରିଚକିଆ ଗାଡ଼ି ଉପରେ ରୋକ

ଭଦ୍ରକ ଅଫିସ,୭।୪ – ଏଣିକି ହାଟ, ପରିବା ମାର୍କେଟ୍ ଓ ଗ୍ରୋସେରୀ ଦୋକାନକୁ ଲୋକେ ଚାଲି ଚାଲି ଯିବେ । ବାଇକ୍ ଓ ଚାରିଚକିଆ ଧରି...

ଭାଇବୋହୂକୁ ମାଡ଼ମାରି ଦେଢଶୁର ଗିରଫ

ଯୋଡ଼ା,୧୭।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ପୁରୁଣାଡ଼ିହି ଗ୍ରାମରେ ଭାଇବୋହୂକୁ ମାଡ଼ମାରି ଦେଢଶୁର ଗିରଫ ହୋଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

ବିଜେଡି ଜିଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ: ଫାଇଭ୍‌ ଟି, ସଭ୍ୟ ସଂଗ୍ରହ ଅଭିଯାନ ଉପରେ ଗୁରୁତ୍ୱାରୋପ

ଜଗତ୍‌ସିଂହପୁର ଅଫିସ,୮।୯: ବିଜେଡି ଜିଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ରବିବାର ବୈଠକ ସ୍ଥାନୀୟ ଏକ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଦଳର ଜିଲା ସଭାପତି ଅମରେନ୍ଦ୍ର ଦାସଙ୍କ...

ଚିନିକଳ ମୋଟର ଇଟାମାଟିରେ ଠାବ ଘଟଣା: ୨ ଦିନ ପରେ ବି ହୋଇପାରିଲାନି ମାମଲା

ନୟାଗଡ଼ ଅଫିସ,୨୧ା୬- ନୟାଗଡ଼ ବ୍ଲକ ଇଟାମାଟି ବଜାରର ଏକ ଲେଦ୍‌ (କବାଡ଼ିଆ ଦେକାନ)ରୁ ଚିନିକଳରେ ବ୍ୟବହୃତ ଦୁଇଟି ମୋଟର ଠାବ ହେବା ଘଟଣାର ଦୁଇଦିନ ପରେ...

ଗଞ୍ଜାମରେ କରୋନାରେ ଗୁରୁତର ୬୧ ଜଣଙ୍କୁ ଦିଆଗଲାଣି ପ୍ଲାଜମା ଥେରାପି

ଛତ୍ରପୁର, ୨୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାରେ ଗୁରୁତର ୬୧ ରୋଗୀଙ୍କୁ ପ୍ଲାଜମା ଥେରାପି ଦିଆଗଲାଣି। ଜିଲାର ଶିତଳାପଲ୍ଲିସ୍ଥିତ କୋଭିଡ୍‌ ହସ୍ପିଟାଲରେ ଏହି ଗୁରୁତରମାନେ ଚିକିତ୍ସିତ ହେଉଛନ୍ତି।...

Advertisement
Archives

Model This Week