ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଡାକ୍ତରୀ ଛାତ୍ରୀଙ୍କ ମୃତଦେହ

ବଲାଙ୍ଗୀର ଅଫିସ,୭ା୧୦: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜର ତୃତୀୟ ବର୍ଷର ଜଣେ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ବିଳମ୍ବିତ ରାତିରେ ଘଟଣା ଜଣାପଡ଼ିବା ପରେ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ହଇଚଇ ସୃଷ୍ଟି ହୋଇଥିଲା। ଲେଡିଜ୍‌ ହଷ୍ଟେଲ ଝରକା ରେଲିଂରେ ଝୁଲୁଥିବା ଅବସ୍ଥାରେ ସମ୍ପୃକ୍ତା ଛାତ୍ରୀଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ ଆଣିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୃତ ଛାତ୍ରୀଙ୍କ ନାମ ନିରୂପମା ନନ୍ଦ ବୋଲି କୁହାଯାଇଛି। ଛାତ୍ରୀଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ । ମୃତା ଛାତ୍ରୀଙ୍କ ଘର ବଲାଙ୍ଗୀର ସହର ତାଲପାଲିପଡ଼ା ବୋଲି ଜଣାପଡ଼ିଛି। ପରିବାର ଲୋକେ ହତ୍ୟା ସନ୍ଦେହ କରିବାରୁ ଘଟଣାଟି ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ, ଲେମନ ଗ୍ରାସ୍‌ କେଳେଙ୍କାରି : ଜୀବନ ଜୀବିକା ନାଁରେ ହରିଲୁଟ୍‌

ଚିତ୍ରକୋଣ୍ଡା,୧୨।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ, ପାପରମେଟେଲା ଏବଂ ପଣସପୁଟ ଅଞ୍ଚଳରେ ବିକାଶ ନାମକ ଏକ ଏନ୍‌ଜିଓ କାର୍ଯ୍ୟ କରୁଛି। ଏହି ଅନୁଷ୍ଠାନ...

ଓଡ଼ଗାଁ: ଜବରଦଖଲରେ ମୂଲ୍ୟବାନ ଜମି

ଓଡ଼ଗାଁ,୧୪।୫(ସ୍ବ.ପ୍ର.)-ନୟାଗଡ ଜିଲାର ପ୍ରମୁଖ ତହସିଲ ଓଡ଼ଗାଁ ଓ ଏନଏସି ଅଞ୍ଚଳରେ ବହୁ ମୂଲ୍ୟବାନ ଜମି ଜବରଦଖଲରେ ରହିଥିବା ଅଭିଯୋଗ ହେଉଛି । ଏନେଇ ପ୍ରଶାସନିକ ଅଧିକାରୀ...

ଏମ୍‌ପି, ଜିଲାପାଳଙ୍କ ଉଚ୍ଚସୋପାନ ସେତୁ ପରିଦର୍ଶନ

ଧାମନଗର,୧।୩(ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାର ନିକଟରେ ଗେଙ୍ଗୁଟି ନଦୀ ଉପରେ ଏକ ଉଚ୍ଚସୋପାନ ସେତୁ ନିର୍ମାଣ କରାଯାଇଛି। ହେଲେ ଦୁଇପାର୍ଶ୍ୱରେ ଆପ୍ରୋଚ...

କାମ ମିଳୁନାହିଁ, ଯୋଜନା ଅପହଞ୍ଚ

ସୋନପୁର,୨୩।୧୦:  ରାଜ୍ୟର ୧୧ଟି ଦାଦନପ୍ରବଣ ଜିଲା ମଧ୍ୟରୁ ସୁବର୍ଣ୍ଣପୁର ଅନ୍ୟତମ। ଏହି ଜିଲାରେ ଦାଦନ ଚାଲାଣ ହୁଏନାହିଁ ବୋଲି ଜିଲା ପ୍ରଶାସନ ପୂର୍ବରୁ ବାହୁସ୍ଫୋଟ ମାରୁଥିଲା।...

ଖୋର୍ଦ୍ଧାରେ ଟ୍ରାଫିକ୍‌ ପୋଲିସ, ଏଏସ୍‌ଆଇଙ୍କ ଦାଦାଗିରି: ଲାଞ୍ଚ ନ ଦେବାରୁ ପିଟିଲେ, ଚାଲାଣ ନ କାଟି ଛଡ଼ାଇନେଲେ ୫ଶହ ଟଙ୍କା

ଖୋର୍ଦ୍ଧା ଅଫିସ, ୨୫ ।୧୨: ଖୋର୍ଦ୍ଧା ଆଦର୍ଶ ଥାନା ବ୍ୟାଙ୍କ ଛକରେ ଜଣେ ଟ୍ରାଫିକ ପୋଲିସ ଓ ଆଦର୍ଶ ଥାନା ଏଏସ୍‌ଆଇଙ୍କର ଦାଦାଗିରି ଯୋଗୁ ବୁଧବାର...

ବସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

କେନ୍ଦୁଝର,୧୧।୬(ସ୍ବ.ପ୍ର.): ଆଜି ଭୋର ପ୍ରାୟ ୩ଟା ସମୟରେ ରାଉରକେଲାରୁ କେନ୍ଦୁଝର ଫେରୁଥିବା ପାଢ଼ୀ ବସ୍‌ରେ ନିଆଁ ଲାଗି ସମ୍ପୂର୍ଣ ଜଳିଯାଇଛି। ତେବେ ବସ୍‌ରେ ଥିବା ପାଖାପାଖି...

ପୁଣି ରାଜ୍ୟରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ରବିବାର ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ...

ଆରମ୍ଭ ହେଲା ଅଲିଭ ରିଡ୍‌ଲେଙ୍କ ମିଳନ

ଗଞ୍ଜାମ,୧୬।୧୨(ଡି.ଏନ.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ମୁହାଣଠାରେ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଆରମ୍ଭ ହୋଇଛି। ଚଳିତଥର ନଭେମ୍ବର...

Advertisement
Archives

Model This Week