ହଦଗଡ଼ ଡ୍ୟାମ୍‌ରୁ ନିଖୋଜ ଡାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର

ହାଟଡିହୀ,୨୪ା୭(ଡି.ଏନ୍‌.ଏ.): ନିଖୋଜ ଡାକ୍ତରୀ ଛାତ୍ରଙ୍କ ମୃତଦେହ ହଦଗଡ଼ ଡ୍ୟାମ୍‌ରୁ ଶନିବାର ଉଦ୍ଧାର କରାଯାଇଛିl ସେ ହେଉଛନ୍ତି କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଗନ୍ନାଥପୁର ଗ୍ରାମର ସୁରେନ୍ଦ୍ର ପାତ୍ରଙ୍କ ପୁଅ ସ୍ମାରକ(୨୩)। ଗତ ଗୁରୁବାର ଅପରାହ୍ନରେ ସ୍ମାରକ ମୋଟର ସାଇକେଲରେ ହଦଗଡ଼ ଡ୍ୟାମ୍‌ ବୁଲିବାକୁ ଯାଇଥିଲେ l ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକ ଖୋଜାଖୋଜି କରିଥିଲେ l ହଦଗଡ଼ ଡ୍ୟାମର ପ୍ରବେଶ ଫାଟକ ନିକଟରୁ ତାଙ୍କ ମୋଟର ସାଇକେଲ ମିଳିଥିଲା। ସ୍ମାରକ ଡ୍ୟାମରେ ବୁଡିଯାଇଥିବା ସନ୍ଦେହ କରି ହାଟଡିହୀ ଦମକଳ ବାହିନୀ ଦ୍ୱାରା ଖୋଜାଖୋଜି କରାଯାଇଥିଲା। ହେଲେ ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ଶନିବାର ତାଙ୍କର ମୃତଦେହ ଡ୍ୟାମରେ ଭାସୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପୂର୍ବରୁ ରାସ୍ତା ମରାମତି କରାଯାଉ

ପଦ୍ମପୁର,୨୫।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ ୱାର୍ଡ ନଂ-୨ ଶାନ୍ତିନଗରଠାରୁ ଲୁହାରପାଲି ଯାଏ ରାସ୍ତା ଅତ୍ୟନ୍ତ ଶୋଚନୀୟ। ଏହି ରାସ୍ତା ଉପରେ...

ରାୟଗଡ଼ାରେ ହେବ କୋଭିଡ୍‌ ପରୀକ୍ଷା: ମେ’ ଶେଷ ସୁଦ୍ଧା ହେବ କାର୍ଯ୍ୟକ୍ଷମ

ରାୟଗଡ଼ା ଅଫିସ,୧୮ା୫: ଏଣିକି ରାୟଗଡ଼ା ଜିଲାରେ ହେବ କୋଭିଡ୍‌ ପରୀକ୍ଷା। ଏଠାରେ ସନ୍ଦିଗ୍ଧଙ୍କ ସ୍ବାବ୍‌ ପରୀକ୍ଷା ଦ୍ୱାରା ରୋଗୀଙ୍କ ଶୀଘ୍ର ଚିକିତ୍ସା ହୋଇପାରିବ। ଏ ନେଇ...

ଅବ୍ୟବସ୍ଥା ଘେରରେ କଳାପାହାଡ଼ ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟ

ଆଳି,୨୯ା୭(ଡି.ଏନ.ଏ.): ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାର ଉନ୍ନତି କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଅନେକ ସ୍ଥାନରେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଅବସ୍ଥା ଶୋଚନୀୟ ଅବସ୍ଥାରେ...

ଗଛମୂଳେ ଚାଲିଛି ପାଠପଢ଼ା

ପଦ୍ମପୁର, ୨୩।୭ (ଡି.ଏନ.ଏ.) ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ। ଆବଶ୍ୟକ ଅନୁଯାୟୀ ଶ୍ରେଣୀଗୃହ ନ ଥିବାରୁ କୁନି କୁନି ଛାତ୍ରୀଛାତ୍ର ଗଛ ମୂଳେ ବସି ପାଠ ପଢୁଛନ୍ତି।...

ଚାଲାଣବେଳେ ପୋଲିସ ଚଢ଼ାଉ: ସରକାରୀ ବସ୍‌ରୁ ୧୨ ଯୁବତୀ, ୫ ନାବାଳିକା ଉଦ୍ଧାର, ଦଲାଲ ଗିରଫ

ଜୟପୁର, ୩୧ା୧୦ (ନି.ପ୍ର.): ନବରଙ୍ଗପୁର ଜିଲା ପାପଡାହାଣ୍ଡି, ରାଇଘର, ନୂଆକୋଟି ଅଞ୍ଚଳର ୧୨ ଯୁବତୀ ଓ ୫ ନାବାଳିକାକୁ ରାଇଘରଠାରୁ ବିଶାଖାପାଟଣା ଯାଉଥିବା ଓଏସ୍‌ଏସ୍‌ଆରଟିସି ବସ୍‌ରେ...

ବିପଦ ସଙ୍କେତ ଉପରେ ୫ ସ୍ଥାନ

ଜଗତ୍‌ସିଂହପୁର ଅଫିସ,୩୧।୮: ଜଗତ୍‌ସିଂହପୁର ଜିଲାର ମହାନଦୀ, ଦେବୀ, ପାଇକା, ବିଲୁଆଖାଇ ନଦୀର ଜଳପତ୍ତନ ବୃଦ୍ଧି ପାଇଥିଲେ ସୁଦ୍ଧା କୌଣସି ସ୍ଥାନରେ ଘାଇ ସୃଷ୍ଟି ହୋଇନାହିଁ। ଯେଉଁ...

ଭୋଟ ପାଇଁ ନକଲି ରାଶନକାର୍ଡ

ଖୋର୍ଦ୍ଧା ଅଫିସ,୮ା୪: ନକଲି ରାଶନକାର୍ଡ ଦେଇ ଭୋଟ ହାତେଇଥିବା ବେଳେ ନିର୍ବାଚନ ଫଳାଫଳ ଘୋଷଣା ପରେ ଏହି କାର୍ଡ କାର୍ଯ୍ୟକ୍ଷମ ହେଉନାହିଁ। ଏପରି କି ପ୍ରାର୍ଥୀ...

‘ମହୀୟସୀ ନନ୍ଦିନୀ ଦେବୀ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରିଣୀ’

ଭଦ୍ରକ ଅଫିସ,୧୦ା୬-ମଙ୍ଗଳବାର ଭଦ୍ରକ ‘ଧରିତ୍ରୀ’ ଜିଲା କାର୍ଯ୍ୟାଳୟରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ ପାଳିତ ହୋଇଯାଇଛି। କରୋନା କଟକଣା...

Advertisement
Archives

Model This Week